ପଥରଖଣିରେ ଡ୍ରିଲିଂ ବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ

ଢେଙ୍କାନାଳ,୭ା୯(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲାପ୍ରସାଦ ଥାନା କାସିପୁର ଲହଡ଼ାସ୍ଥିତ ଏକ ପଥର ଖଣିରୁ ରବିବାର ସକାଳେ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଶ୍ରମିକ ଜଣକ ହେଲେ ପାଣ୍ଡୁ ତିରିଆ (୨୦)। ତାଙ୍କ ଘର ନିକଟସ୍ଥ ବାଲି କିଆରି ଗ୍ରାମରେ। ପଥରଖଣିରେ ଡ୍ରିଲିଂ ଚାଲିଥିବା ବେଳେ ଦୁର୍ଘଟଣା ଘଟି ପାଣ୍ଡୁ ତିରିଆଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ ନିହଲପ୍ରସାଦ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ…

ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ: ପୂର୍ବତନ ଅବକାରୀ ନିରୀକ୍ଷକଙ୍କୁ ୩ବର୍ଷ କାରାଦଣ୍ଡାଦେଶ

ବରଗଡ଼, ୨୦।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ରେଞ୍ଜରେ କାର୍ଯ୍ୟରତ ପୂର୍ବତନ ଅବକାରୀ ନିରୀକ୍ଷକ ଇନ୍ଦ୍ରଜିତ ସାହୁଙ୍କୁ ଲାଞ୍ଚ ନେବା ମହଙ୍ଗା ପଡିଛି । ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର…

ଆଜି ଆସିବ ପିଏମ୍‌ କିଷାନର ୨୩ କିସ୍ତି, ୯ କୋଟିରୁ ଅଧିକ କୃଷକଙ୍କ ଖାତାକୁ ଆସିବ ଟଙ୍କା

ନୂଆଦିଲ୍ଲୀ,୨୦।୬: ଦେଶର କୋଟି କୋଟି କୃଷକଙ୍କ ପାଇଁ ଆଜି ଏକ ବଡ଼ ଖୁସିର ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି…

ହନୁମାନ ମନ୍ଦିରର ସଭାମଣ୍ଡପର ଛାତ ଭୁଶୁଡ଼ିଲା; ୩୦-୪୦ ଦବି ରହିଥିବା ଆଶଙ୍କା, ୫ ମୃତ

ପରଭଣୀ,୨୦।୬: ମହାରାଷ୍ଟ୍ରର ପରଭାନୀ ତାଲୁକାର ଯଶୱାଡି ଗ୍ରାମରୁ ଏକ ଦୁଃଖଦ ଦୁର୍ଘଟଣାର ଖବର ଆସିଛି। ସ୍ଥାନୀୟ ହନୁମାନ ମନ୍ଦିର ପରିସରରେ ଥିବା ସଭା ମଣ୍ଡପ (ସଭା ମଣ୍ଡପ)ର…

ଅରବିନ୍ଦ ମହାପାତ୍ରଙ୍କ ଦୁଇ ବର୍ଷର ସଫଳତା: ୪୦୦ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ…

ପାଟକୁରା, ୨୦।୬ (ରବୀନ୍ଦ୍ର ନାଥ ବାରିକ): ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ତଳକୁସୁମାସ୍ଥିତ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରି ନିଜର ଦୁଇ ବର୍ଷର…

ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…

ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ…

ବିକାଶର ଧାରା ଓଡ଼ିଶା ସାରା: ୧୬୩ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଭାଜପା ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ…

ସରକାରଙ୍କ ବଡ଼ ପଦକ୍ଷେପ! ବ୍ୟାନ୍ ହେଲା ୧୬ ଔଷଧ, ଜାଣନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୨୦।୬: ରୋଗୀ ସୁରକ୍ଷାକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ତୁରନ୍ତ ପ୍ରଭାବରୁ ୧୬ଟି ଫିକ୍ସ ଡୋଜ କମ୍ବିନେଶନ (FDC) ଔଷଧର ଉତ୍ପାଦନ, ବିକ୍ରୟ ଏବଂ ବଣ୍ଟନକୁ ନିଷିଦ୍ଧ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri