ମନରେଗା ଯୋଜନାରେ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ: ସହାୟତା ଦାବି

କର୍ଲାମୁଣ୍ଡା,୧୪।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତର ମାତୃପୁରୀ ଅଞ୍ଚଳରେ ମନରେଗା ଯୋଜନାରେ ଗାତ ଖୋଳା କାମ ଚାଲୁଥିଲା l ଏଥିରେ ରିଷିଡା ଗାନ୍ଧୀନଗର ପଡାର ଜବ କୁମାର ମଧ୍ୟ ଶ୍ରମିକ ଭାବେ ନିୟୋଜିତ ଥିଲେ l ଆଜି ପୂର୍ବାହ୍ନରେ ସେ କାମ କରୁଥିବା ବେଳେ ହଠାତ ଟଳିପଡିଲେ l ତାଙ୍କୁ ରିଷିଡା ଡାକ୍ତରଖାନାକୁ ଅଣାଯାଇଥିଲା କିନ୍ତୁ ଡାକ୍ତର ମୃତ ଘୋଷଣା କରିଥିଲେ।
ଖବର ପାଇ ବିଡ଼ିଓ ସୁଶ୍ରୀ ସୁଚରିତା ମୁଗ୍ରୀ, ଏପିଓ ଲିଜା ବରିହା, ଭାରପ୍ରାପ୍ତ ବିଏସ ଓ ପ୍ରଦୀପ କୁମାର ମାଝୀ, ରିଷିଡା ସରପଞ୍ଚ ସେବତୀ ରଣା, ପିଇଓ ଦେବରାଜ ରଣା ପ୍ରମୁଖ ଡାକ୍ତରଖାନାରେ ପହଞ୍ଚିଥିଲେ l ସରକାରୀ ଗାଇଡ଼ଲାଇନ ଅନୁଯାୟୀ, ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ବିଡ଼ିଓ ପ୍ରକାଶ କରିଛନ୍ତି l ହରିଶ୍ଚନ୍ଦ୍ର ଯୋଜନାରେ ତତ୍କାଳ ସହାୟତା ରାଶି ଦିଆଯିବ ବୋଲି ସରପଞ୍ଚ କହିଛନ୍ତି l ତେବେ ଏହି ପରିବାରକୁ ସମସ୍ତ ସରକାରୀ ସହାୟତା ଯୋଗେଇ ଦେବାକୁ ଦାବି ହେଉଛି।

:

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri