ଗ୍ୟାସ୍‌ ପାଇପ୍‌ ଲାଇନ୍‌ ମରାମତିବେଳେ ଅଘଟଣ: ମାଟି ତଳେ ଚାପି ହୋଇ ଶ୍ରମିକଙ୍କ ଜୀବନ ଗଲା

ପାରାଦୀପ,୬ା୧୨: କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତିବେଳେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ଏହି ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଥିଲା। ସମ୍ପ୍‌ରୁ ୨ ଘଣ୍ଟା ପରେ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ତେବେ ଗ୍ୟାସ୍‌ ଲିକ୍‌ ହେଉଥିବା ସୂଚନା ମିଳିଥିବାବେଳେ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ଓ ପୋଲିସ ଉପସ୍ଥିତ ରହି ମାଟି ତଳୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ...

ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ...

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀ ଶେଷ ସୁଦ୍ଧା…

ଭୁବନେଶ୍ୱର, ୧୮ା୧(ସୁନିତ୍‌ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ...

ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ...

ମାମୁ-ଭାଣିଜୀଙ୍କୁ ଧକ୍କାଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ…

ଆନନ୍ଦପୁର,୧୮।୧(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜଲା ଆନନ୍ଦପୁର ଥାନା ବିରିଡିହା ଛକ ନିକଟରେ ପିକପଭ୍ୟାନ ଧକ୍କାରେ ମାମୁ ଭାଣିଜୀ ଗୁରୁତର ହୋଇଛନ୍ତି। ଶନିବାର ସକାଳୁ ବିରିଡିହା ରଣାସାହି...

ବଢୁଛି ଶୀତ: ତୁଷାରପାତର ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି,୧୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଅସହ୍ୟ ଶୀତ ହେଉଛି। ଗତ ୩ ଦିନ ହେଲା ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ଶନିବାର ସର୍ବନିମ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri