ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ।  ଶ୍ରମିକ ଓ ଛାତ୍ରଛାତ୍ରୀ ID ଦେଖାଇ ୫ କେଜି ଗ୍ୟାସ୍  କିଣିପାରିବେ ବୋଲି କୁହାଯାଇଛି । ତୈଳ ମାର୍କେଟିଂ କଂପାନୀ ଦ୍ବାରା ବିକ୍ରି ୫ କେଜି ଗ୍ୟାସ୍ କିଣିପାରିବେ । e-KYC ହୋଇଥିଲେ ପରିଚୟପତ୍ର ଦେଖାଇ କିଣିପାରିବେ ।

କହିରଖୁଛୁ କି, ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ତେଲ-ଗ୍ୟାସ ସଙ୍କଟ ଦେଖାଯାଉଛି । ଏହାରି ଭିତରେ ଅନେକ ସ୍ଥାନରେ ଚଢା ଦରରେ ଗ୍ୟାସ ବିକ୍ରି କରାଯାଉଥିଲା । ଗ୍ରାହକଙ୍କୁ ମିଳିବା ମଧ୍ୟ କଷ୍ଟ ହେଉଥିଲା । ଏହାରି ଭିତରେ ଯୋଗାଣ ମନ୍ତ୍ରୀ ରବିବାର ବଡ଼ ବୟାନ ଦେଇଥିଲେ । ଗ୍ୟାସ୍ ସଙ୍କଟକୁ ଦୃଷ୍ଟିରେ ରଖି ଏଣିକି ଖୋଲା ବଜାରରେ ଗ୍ୟାସ୍ ବିକ୍ରି ହେବ ନାହିଁ ବୋଲି କହିଥିଲେ । ଏହାସହିତ ୫ କେଜି ବାଲା ଗ୍ୟାସ ସିଲିଣ୍ଡରରେ ବି ଗ୍ୟାସ୍ ଭର୍ତ୍ତି କରାଯିବନାହିଁ ।ଯାହା ନାଁରେ କାର୍ଡ ଥିବ ସେମାନେ ହିଁ ଗ୍ୟାସ୍ ଏଜେନ୍ସିରୁ ଗ୍ୟାସ ଟାଙ୍କି ନେଇପାରିବେ ବୋଲି କହିଥିଲେ ।

ତେବେ ମନ୍ତ୍ରୀଙ୍କ ଏଭଳି ବୟାନକୁ ଦେଖି ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା । ଏହାରି ଭିତରେ ଆଜି ଯୋଗାଣ ମନ୍ତ୍ରୀ ୟୁଟର୍ଣ୍ଣ ନେଇ ସ୍ପଷ୍ଟୀକରଣ ରଖିଛନ୍ତି । ଶ୍ରମିକ ଓ ଛାତ୍ରଛାତ୍ରୀ ID ଦେଖାଇ ୫ କେଜି ଗ୍ୟାସ୍ କିଣିପାରିବେ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି, ଆଉ ତା’ପରେ…

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ଚାଲୁଥିବା ବେଳେ ହଠାତ୍‌ ଜଳିଉଠିଲା ସ୍କୁଟି। ଅଳ୍ପକେ ବର୍ତ୍ତିଗଲେ ଶିକ୍ଷକ। ସୋମବାର ନବରଙ୍ଗପୁର-କୋଷାଗୁମୁଡା ରାସ୍ତାରେ ଥିବା ଡଲଫିନ ରିସର୍ଟ ନିକଟରେ ଏହି ଦୁର୍ଘଟଣା ଘଟିଛି।…

କ୍ରିଷ୍ଣ ମୋହନଙ୍କୁ ମିଳିଲା ଗୁରୁଦାୟିତ୍ୱ: ଜାଣନ୍ତୁ ସେ କିଏ

ନୂଆଦିଲ୍ଲୀ,୬।୭: ଅଯୋଧ୍ୟା ରାମମନ୍ଦିର ଦାନ ଅର୍ଥ ଆତ୍ମସାତ ଅଭିଯୋଗ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଓ ସଦସ୍ୟ ଅନିଲ ମିଶ୍ରା…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

ଡେପୁଟେଶନରେ ଯାଇଥିବା ଶିକ୍ଷକଙ୍କୁ ଫେରାଇ ଆଣିବାକୁ ବିଇଓଙ୍କୁ ଦାବି

ଗଞ୍ଜାମ, ୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଦାମ ନାୟକଙ୍କୁ ଅନ୍ୟ ଏକ ବିଦ୍ୟାଳୟକୁ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri