ଶ୍ରମିକ ହେଉଛନ୍ତି ଦେଶର ମେରୁଦଣ୍ଡ

କୋକସରା,୧ା୫(ଡି.ଏନ.ଏ.): କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ବରାଡଙ୍ଗା ଲଙ୍କେଶ୍ୱରୀ ମନ୍ଦିର ପରିସରରେ ବ୍ଲକ ଶ୍ରମିକ ସଙ୍ଗଠନ ପକ୍ଷରୁ ରବିବାର ଶ୍ରମିକ ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସାଧାରଣ ସମ୍ପାଦକ ସୁବୋଧ କୁମାର କରଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଳାହାଣ୍ଡି ଶ୍ରମିକ ସଂଘ ସଭାପତି ତୀର୍ଥରାଜ ଦୁର୍ଗା ସଭାପତିତ୍ୱ କରିଥିଲେ। ଧର୍ମଗଡ଼ ବିଧାୟକ ମୌଷଧି ବାଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଶ୍ରମିକମାନେ ହେଉଛନ୍ତି ଦେଶର ମେରୁଦଣ୍ଡ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଶାନ୍ତ କୁମାର ନାଏକ, ଶ୍ରମିକ ସଙ୍ଘ କର୍ମକର୍ତ୍ତା ଭକ୍ତରାଜ ଦୁର୍ଗା, କୁମୁଦ ଚନ୍ଦ୍ର ପଟେଲ, ଦୟାନିଧି ସାହୁ, ଗୁପ୍ତେଶର ପୋଢ଼ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ

କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri