ପାହାଡ଼ ବ୍ଲାଷ୍ଟିଂ ବେଳେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୨୮।୩: ଗଞ୍ଜାମ ଜିଲା ବାଲିଛାଇ ଭାଟଖାଲି ପାହାଡ଼ରେ ବ୍ଲାଷ୍ଟିଂ ବେଳେ ପଥର ଫାଟି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକଙ୍କ ପରିଚୟ ମିଳି ନ ଥିବା ବେଳେ ସେ ଖୋର୍ଦ୍ଧା ଅଞ୍ଚଳର ବୋଲି କୁହାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ଗଞ୍ଜାମ କବିସୂର୍ଯ୍ୟନଗର ବାଲିଛାଇ ଭାଟଖାଲି ପାହାଡ଼ରେ ପଥର ବ୍ଲାଷ୍ଟି ଚାଲିଥିଲା । ମଙ୍ଗଳବାର ବ୍ଲାଷ୍ଟିଂ ସମୟରେ ଏହି ଅଘଟଣ ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?