କୋଇଲା ଖଣିରେ ଶ୍ରମିକ ମୃତ : ଚପା ଉତ୍ତେଜନା

ତାଳଚେର,୧୮।୭( ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଏକ କୋଇଲା ଖଣିର ଜଣେ ଡମ୍ଫର ଅପରେଟରଙ୍କ ମଙ୍ଗଳବାର ସାଇଲୋ ଅଫିସ ନିକଟରେ ମୃତ୍ୟୁ ଘଟିଛି। ସେ ହେଲେ ବଲଣ୍ଡାର ସୁଶାନ୍ତ କୁମାର ପ୍ରଧାନ । ସୁଶାନ୍ତ ନିଜେ ଚଳାଉଥିବା ଡମ୍ଫର ନିଜ ଉପରେ ମାଡି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି ।ବ୍ରେକଫେଲ୍‌ ହେବା ଯୋଗୁ ଡମ୍ଫର ଟି ତାଙ୍କ ଉପରେ ମାଡି ଯାଇଥିବା କୁହାଯାଉଛି । ଦୁର୍ଘଟଣା ପରେ ଖଣି କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଖଣି ସୁରକ୍ଷା ବିଭାଗ ଓ ଖଣି କର୍ତ୍ତୃପକ୍ଷ ସୁରକ୍ଷା ପ୍ରତି ଅବହେଳା କରୁଥିବାରୁ ଖଣିରେ ବାରମ୍ବାର ଦୁର୍ଘଟଣା ଘଟି ଶ୍ରମିକମାନଙ୍କ ଅକାଳ ମୃତ୍ୟୁ ହେଉଛି ବୋଲି ଶ୍ରମିକମାନେ ଅଭିଯୋଗ କରିଛନ୍ତି । ଖବର ପାଇ ଖଣି କର୍ତ୍ତୃପକ୍ଷ, ପୋଲିସ, ଶ୍ରମିକ ନେତା ଓ ଖଣି କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଏହାକୁ ନେଇ ଚପା ଉତ୍ତେଜନା ଲାଗି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri