ହାତୀ ହାବୁଡରେ ପଡିଲେ ଶ୍ରମିକ: ପହଞ୍ଚିଲା ନାହିଁ ବନ ବିଭାଗ

ଲୋଇସିଂହା,୧୬।୫: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ନୁନିଆପାଲି ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ହେମେନ୍ତ ସାହୁ(୪୫)। ଗ୍ରାମବାସୀ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଲୋଇସିଂହା ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ଘଟଣା ସମ୍ପର୍କରେ ଗ୍ରାମବାସୀ ସ୍ଥାନୀୟ ବନ ବିଭାଗକୁ ସୂଚନା ଦେଇଥିଲେ। ହେଲେ ବନ ବିଭାଗ ପହଞ୍ଚି ନ ଥିବାରୁ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା।

ମିଳିଥିବା ସୂଚନା ଅନୁଯାୟୀ, ହେମନ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଇଗଣ ବାରିକୁ କାମ କରିବାକୁ ଯାଇଥିଲେ। ହେଲେ ସେ ଶୌଚ ହେବାକୁ ବିଲଠାରୁ ୫ଶହ ମିଟର ଦୁରରେ ଥିବା ପୋଖରୀକୁ ଯାଇଥିଲେ । ସେଠାରେ ସେ ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଟେକି ଫିଙ୍ଗି ଦେଇଥିଲା। ଫଳରେ ସେ ପୋଖରୀର ଏକ ଗାତରେ ପଡିଯାଇଥିଲେ । ହାତୀ ତାଙ୍କୁ ଦେଖି ନ ପାରିବାରୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରାପ୍ୟ ନ ଦେଲେ ରଥ ଖୋଲିବୁନି’

ପୁରୀ ଅଫିସ,୫ା୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷଣ କରି ରଖାଯିବ। ଶ୍ରୀମନ୍ଦିର ପ୍ରଶାସନର ଏହି...

ଅନୁଗୋଳ ପୋଲିସ ହାତରେ ୯ ଡକାୟତ

ଅନୁଗୋଳ ଅଫିସ, ୨୧।୫ ହେମସୁରପଡ଼ା ଛକରେ ରବିବାର ବିଳମ୍ବିତ ରାତିରେ ଡକାୟତି ଯୋଜନା ବେଳେ ୯ ଜଣିଆ ଏକ ଗ୍ୟାଙ୍ଗକୁ କାବୁ କରିଛି ଅନୁଗୋଳ ପୋଲିସ।...

ତଳମଲା ପଞ୍ଚାୟତରେ ନୂତନ ମଣ୍ଡି ଉଦ୍‌ଘାଟିତ

ଜୁନାଗଡ, ୨୫।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତର ନୂତନ ମଣ୍ଡି ସୋମବାର ଉଦ୍‌ଘାଟିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝିଙ୍କ ଅଧ୍ୟକ୍ଷତାରେ...

ବନୀକରଣ ନାଁରେ ଡିଏମ୍‌ଏଫ୍‌ ପାଣ୍ଠି ହରିଲୁଟ୍‌

ଯାଜପୁର ଅଫିସ,୨୦ା୫: ଖଣିଖାଦାନ ଭରା ଅଞ୍ଚଳର ଲୋକଙ୍କ ମନରେ ସୃଷ୍ଟି ହୋଇଥିବା ବିଦ୍ରୋହକୁ ପ୍ରଶମିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଏକ ରଣକୌଶଳ...

ମିଳୁନି ଟୋକନ

ପଞ୍ଜୀକୃତ ଚାଷୀଙ୍କୁ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଅନୁଗୋଳ ଜିଲାରେ ଧିମେଇଛି ଧାନକିଣା। ମଣ୍ଡି ଖୋଲିବାର ଦେଢ଼ମାସ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଧାର୍ଯ୍ୟଲକ୍ଷ୍ୟର...

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ...

ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ

ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ...

ଏନ୍‌ଏସି କର୍ମଚାରୀଙ୍କୁ ଗାଳିଗୁଲଜ ଅଭିଯୋଗ

ଗୋପାଳପୁର,୩୧ା୮-ଗୋପାଳପୁର ଏନ୍‌ଏସି କାର୍ଯ୍ୟାଳୟର ସିଇଓ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଧମକ ଓ ଗାଳିଗୁଲଜ କରିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଗୋପାଳପୁର ଏନ୍‌ଏସି ଅଞ୍ଚଳର...

Advertisement
Archives

Model This Week