ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ

ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ ନେତୃତ୍ୱ ପ୍ରତି ଆସ୍ଥାପ୍ରକଟ କରି ଅନ୍ୟ ଦଳରୁ ଶତାଧିକ କର୍ମୀ ଆସି ଭାଜପାରେ ସାମିଲ ହୋଇଛନ୍ତି। ଆୟୋଜିତ ମିଶ୍ରଣ ପର୍ବରେ ନେତ୍ରୀ ପହୀ ଯୋଗଦେଇ ଦଳରେ ସାମିଲ କର୍ମୀଙ୍କୁ ପୁଷ୍ପଗୁଚ୍ଛ ଓ ଦଳୀୟ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ଦୟାନିଧି ରାଉତ, ମଦନ ରାଉତ, ଯୁଗଳ ରାଉତ, ଭୀମସେନ ରାଉତ, ଗଣେଶ ସ୍ବାଇଁ ଓ ପ୍ରଶାନ୍ତ ରାଉତ ପ୍ରମୁଖ ଅନ୍ୟ ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି ବୋଲି ପହୀ କହିଛନ୍ତି। ଏହି ମିଶ୍ରଣ ପର୍ବରେ ଭାଜପା ନେତା ବିଭୂତି ଭୁଷଣ ଜେନା ଓ ଚନ୍ଦ୍ରମଣି ପଣ୍ଡିତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଆର୍‌ଟିଓଙ୍କ ସହଯୋଗରେ ଚାଲିଛି ଗ୍ରାନାଇଟ୍‌ ଚାଲାଣ

ମାଲକାନଗିରି,୧୯।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୋଟୁ ଥାନାଧିକାରୀ ଏବଂ ପରିବହନ ଅଧିକାରୀ(ଆର୍‌ଟିଓ)ଙ୍କ ମିଳିତ ସହଯୋଗରେ ମୋଟୁ ତହସିଲ ଅଧୀନ ପେଟା ଗ୍ରାମରୁ ଭିଜି ଗ୍ରାନାଇଟ୍‌ ବେଆଇନ ପରିବହନ...

ଏସ୍‌ସିବି ମେଡିକାଲ: ୭ମାସରେ ଆସିଲେଣି ୨୮ ଜିଲାର ଡେଙ୍ଗୁ ରୋଗୀ

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ଗତ ଜାନୁୟାରୀରୁ ଜୁଲାଇ ୨୨ ମଧ୍ୟରେ ୨୮ଟି ଜିଲାରୁ ଡେଙ୍ଗୁ ରୋଗୀ ଚିକିତ୍ସା ନିମନ୍ତେ ଆସିଛନ୍ତି। ଏହି ସମୟ ମଧ୍ୟରେ...

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ:ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁମୁଣ୍ଡି ଘାଟି ବାଙ୍କରେ ରବିବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...

ବୋଲେରୋ-କାର ମୁହାଁମୁହିଁ ଧକ୍କା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋକାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।...

ବିଧାୟକ ଦେବୀ ମିଶ୍ରଙ୍କୁ ଠେଲାପେଲା

ନରସିଂହପୁର,୨୯।୧୨(ସ୍ବ.ପ୍ର.): ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଗଁା ରାଜନୀତି ସରଗରମ ହୋଇଥିବାବେଳେ ପ୍ରାର୍ଥୀ ଚୟନକୁ ନେଇ ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ ମଙ୍ଗଳବାର ବିରୋଧ...

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌)...

କରୋନା ସଂକ୍ରମଣ ଆଶଙ୍କା, କନ୍‌ଭେନସନ୍‌ ହଲ୍‌ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୭।୩(ବ୍ୟୁରୋ):  କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍‌ଭେନସନ୍‌ ହଲ୍‌ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ...

ମହିଳା ପୋଲିସ କର୍ମଚାରୀ, ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ୱର,୮।୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ଓଡ଼ିଶା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ମହିଳା ଅଧିକାରୀ/କର୍ମଚାରୀଙ୍କୁ...

Advertisement
Archives

Model This Week