ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ ଯୁବକଙ୍କ ସୋମବାର ସନ୍ଧ୍ୟାରେ ମୃତ୍ୟୁ ହୋଇଥିବା ବେଳେ ଅଂଶୁଘାତ ଏହାର କାରଣ ବୋଲି ଚର୍ଚ୍ଚା ହେଉଛି । ମୃତକ ହେଉଛନ୍ତି ଉକ୍ତ ଗ୍ରାମର ରାମଚନ୍ଦ୍ର ଦେହୁରୀଙ୍କ ପୁଅ ବୁଦ୍ଧଦେବ ଦେହୁରୀ ।

ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟାରେ ବୁଦ୍ଧଦେବ କାମ ସାରି ନିଜ ଘରକୁ ଫେରୁଥିବା ସମୟରେ ନୂଆଗାଁ ରାସ୍ତାର କାଜୁ ଜଙ୍ଗଲ ରାସ୍ତାରେ ମୁଣ୍ଡ ଘୂରାଇଥିଲା । ସେହି ସମୟରେ ସେ ପଡିଯାଇଥିଲେ । ସେହି ରାସ୍ତା ଦେଇ ଗ୍ରାମବାସୀମାନେ ଯିବାଆସିବା କରୁଥିବା ସମୟରେ ବୁଦ୍ଧଦେବ ଦେହୁରୀଙ୍କ ମୃତଦେହ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ମଙ୍ଗଳବାର ଖବର ପାଇ ପାଟଣା ପୋଲିସ ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ବୁଦ୍ଧଦେବଙ୍କ ମୃତଦେହକୁ ଜବତ କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା । ମଙ୍ଗଳବାର ଏଏସଆଇ ଧନେଶ୍ଵର ପାତ୍ର ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…

ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri