ନିୟମ ମାନୁନାହାନ୍ତି କର୍ମୀ, ସମର୍ଥକ

ବାସୁଦେବପୁର,୨୦।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ଜାରି ରହିଛି। ଗୁରୁବାର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନ ଦାଖଲ ବେଳେ ବ୍ଲକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି।

ନିର୍ବାଚନ ପରିଚାଳନା ଓ ପ୍ରାର୍ଥତ୍ପତ୍ର ଦାଖଲ ସମ୍ପର୍କରେ ନିର୍ବାଚନ ଆୟୋଗ ଦ୍ୱାରା ଜାରି କରାଯାଇଥିବା ନିୟମ ଓ କୋଭିଡ୍‌ ସତର୍କତାକୁ ଏଠାରେ ପାଳନ ହେଉ ନ ଥିବା ଏଥିରୁ ଜଣାପଡୁଛି। ପ୍ରାର୍ଥୀଙ୍କ ସହ ସମର୍ଥକମାନେ ବହୁ ସଂଖ୍ୟାରେ ଆସୁଥିବାରୁ ବ୍ଲକ ପରିସର ଜାମ୍‌ ହୋଇଯାଇଥିଲା। ପ୍ରବଳ ଭିଡ଼ ହେବାରୁ ପ୍ରାର୍ଥୀଙ୍କୁ ଲମ୍ବା ଲାଇନରେ ଯିବାକୁ ପଡ଼ିଥିଲା। ପ୍ରାର୍ଥୀଙ୍କ ସହ ସମର୍ଥକମାନେ ବ୍ଲକରେ ଗହଳି ଜମାଇ ଥିବାରୁ କରୋନା ସଂକ୍ରମଣର ଭୟ ଓ ଆଶଙ୍କା ରହିଛି। ଏ ଦିଗରେ ପ୍ରଶାସନ ଓ ବ୍ଲକ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ବିଡିଓ ସତ୍ୟଜିତ ରାଉତଙ୍କୁ ପଚାରିବାରୁ ଶୁକ୍ରବାର ଭିଡ଼ କମାଇବା ପାଇଁ ଅଧିକ ସଂଖ୍ୟକ ପୋଲିସ ମୁତୟନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?