ଧସିଲା ମାଟି ଅତଡ଼ା, ଚାପି ହୋଇଗଲେ ଶ୍ରମିକ

ଆନନ୍ଦପୁର/ଘସିପୁରା,୨୫ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଘସିପୁରା ଥାନା ଅଧୀନ ଶୈଲଙ୍ଗ ଓଭରବ୍ରିଜ ନିକଟରେ ମେଗା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ପାଇଁ ବୁଧବାର କାର୍ଯ୍ୟ ଚାଲିଥିବା ସମୟରେ ଜଣେ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିଲେ। ପ୍ରାୟ ୧୦ ଫୁଟ ଗଭୀର ଗର୍ତ୍ତରେ ୩ ଜଣ ଶ୍ରମିକ କାର୍ଯ୍ୟରତ ସମୟରେ ମାଟି ଅତଡ଼ା ଧସିଥିଲା। ଫଳରେ ଜଣେ ଶ୍ରମିକ ମାଟି ତଳେ ଚାପି ହୋଇ ରହିଯାଇଥିଲେ। ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମାଟି ତଳେ ସମ୍ପୂର୍ଣ୍ଣ ଭାବେ ଫସିଥିବା ପଶ୍ଚିମବଙ୍ଗ ଅଞ୍ଚଳର ଅସମତ୍‌ ଅଲ୍ଲୀଙ୍କୁ ଉଦ୍ଧାର କରିଥିଲେ। ପରେ ତାଙ୍କୁ ନିକଟସ୍ଥ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଥିବାବେଳେ ନିଶ୍ୱାଃସ ନେବା ସମୟରେ ଯନ୍ତ୍ରଣା ଅନୁଭବ କରୁଥିବା ଜଣାପଡ଼ିଛି। ବିନା ସୁରକ୍ଷାରେ ଶ୍ରମିକମାନେ ବିପଦପୂର୍ଣ୍ଣ କାର୍ଯ୍ୟରେ ନିୟୋଜିତ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଆଲୋଚନା ହେଉଛି। ଶ୍ରମିକମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନିର୍ମାଣକାରୀ ଠିକାସଂସ୍ଥା ଆବଶ୍ୟକ ପଦକ୍ଷେପ ନେବା ଜରୁରୀ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଦନ୍ତାହାତୀର ମୃତ୍ୟୁ

କଣ୍ଟାମାଳ,୧୪ା୬(ଆଦିତ୍ୟେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ବନଖଣ୍ଡ ଘୁଚାଙ୍ଗୀ ଗାଁ ନିକଟ ବିଲରେ ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି।...

ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍‌ ଲୁଟ୍‌: ବନ୍ଧା ହେଲେ ଯୁବକ

ବ୍ରହ୍ମପୁର ଅଫିସ,୫।୯: ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍‌ ଲୁଟ୍‌ ଘଟଣାରେ ବଡ଼ବଜାର ଥାନା ପୋଲିସ ସୋମବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ...

ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ

ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍‌ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ...

ସମାଜିକ ଦୂରତା ରଖି ରାସ୍ତାରୋକୋ

ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ୍‌ ଖିଣ୍ଡା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଏହାକୁ ନେଇ ସ୍ଥାନୀୟ ମହିଳମାନେ ଗ୍ରାମ୍ୟ ରାସ୍ତା ଅବରୋଧ କରିଥିଲେ।...

ସ୍ବାବଲମ୍ବୀ ହେଲେ ଦୁଇ ‘ସ୍ବୟଂସିଦ୍ଧା’

ବାରିପଦା ଅଫିସ,୨୮।୭- ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲା ସବୁବେଳେ ବାଲ୍ୟବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛି। ବାଲ୍ୟବିବାହର ଶିକାର ହେଉଥିବା ନାବାଳିକାଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ...

ବକେୟା ଦରମା ନ ମିଳିଲେ ଆମାତ୍ହୂତି ଚେତାବନୀ

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଜିଲା ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀର କର୍ମଚାରୀମାନେ ଶୁକ୍ରବାର ଜିଲାପାଳ ଏବଂ ଜିଲା ଶ୍ରମ ଅଧିକାରୀଙ୍କ ଅଫିସ୍‌ ଘେରାଉ କରିବା ସହ...

୯ ମାସ ବିତିଲା: ବାହାରିନି ରେଜଲ୍ଟ

କଟକ ଅଫିସ, ୨୩।୯:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଗତ ୨୦ ତାରିଖରୁ ପିଜି ଏବଂ ୟୁଜିର ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍‌ଲାଇନରେ...

ବାଲିଘାଟ ବିବାଦ ସମାଧାନ ପାଇଁ ପ୍ରଶାସନର ପଦକ୍ଷେପ

ହାଟଡିହୀ,୨୯ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ଆମ୍ବୋ-କରଗୋଳା ବୈତରଣୀ ନଦୀ ବାଲି ଘାଟ ବିବାଦ ସମାଧାନ କରିବାରେ ପ୍ରଶାସନ ପଦକ୍ଷେପ ନେଇଛି। ବାଲିଘାଟ ତହସିଲ ତରଫରୁ...

Advertisement
Archives

Model This Week