ଶୋଇଥିଲେ ଶ୍ରମିକ, ଗୁଳିବର୍ଷଣ କଲେ ଆତଙ୍କବାଦୀ: ୭ ମୃତ

ନୂଆଦିଲ୍ଲୀ,୯।୫: ଆଜିକାଲି ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଘଟୁଛି। ପୁଣି ଥରେ ଆତଙ୍କବାଦୀମାନେ ଗ୍ବାଦ୍‌ରରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି।
ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀମାନେ ଗ୍ବାଦ୍‌ରର ସରବନ୍ଦର ଫିସ ହାରବର୍‌ ଜେଟି ନିକଟରେ ଥିବା ଆବାସିକ କ୍ୱାର୍ଟର୍ସ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ନିର୍ଦ୍ଦିଷ୍ଟ ଭାବେ ଗୁଳି ଚଳାଇଥିଲେ। ଏହି କାରଣରୁ ୭ ଜଣ ଶୋଇଥିବା ଶ୍ରମିଙ୍କର ମୃଶ୍ର୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିଲେ।
ପାକିସ୍ତାନରେ ଆତଙ୍କବାଦ ଘଟଣା ବୃଦ୍ଧି ପାଇଛି। ନିକଟରେ ଗବେଷଣା ଏବଂ ସୁରକ୍ଷା ଅଧ୍ୟୟନ କେନ୍ଦ୍ର ଦ୍ୱାରା ପ୍ରକାଶିତ ବାର୍ଷିକ ସୁରକ୍ଷା ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ,୨୦୨୩ରେ ପାକିସ୍ତାନରେ ୭୮୯ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ ୧,୫୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧,୪୬୩ ଜଣ ଆହତ ହୋଇଛନ୍ତି। ଗତ ୬ ବର୍ଷ ମଧ୍ୟରେ ଏହା ସର୍ବାଧିକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri