Odisha Elections 2024

ଶୋଇଥିଲେ ଶ୍ରମିକ, ଗୁଳିବର୍ଷଣ କଲେ ଆତଙ୍କବାଦୀ: ୭ ମୃତ

ନୂଆଦିଲ୍ଲୀ,୯।୫: ଆଜିକାଲି ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଘଟୁଛି। ପୁଣି ଥରେ ଆତଙ୍କବାଦୀମାନେ ଗ୍ବାଦ୍‌ରରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି।
ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀମାନେ ଗ୍ବାଦ୍‌ରର ସରବନ୍ଦର ଫିସ ହାରବର୍‌ ଜେଟି ନିକଟରେ ଥିବା ଆବାସିକ କ୍ୱାର୍ଟର୍ସ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ନିର୍ଦ୍ଦିଷ୍ଟ ଭାବେ ଗୁଳି ଚଳାଇଥିଲେ। ଏହି କାରଣରୁ ୭ ଜଣ ଶୋଇଥିବା ଶ୍ରମିଙ୍କର ମୃଶ୍ର୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିଲେ।
ପାକିସ୍ତାନରେ ଆତଙ୍କବାଦ ଘଟଣା ବୃଦ୍ଧି ପାଇଛି। ନିକଟରେ ଗବେଷଣା ଏବଂ ସୁରକ୍ଷା ଅଧ୍ୟୟନ କେନ୍ଦ୍ର ଦ୍ୱାରା ପ୍ରକାଶିତ ବାର୍ଷିକ ସୁରକ୍ଷା ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ,୨୦୨୩ରେ ପାକିସ୍ତାନରେ ୭୮୯ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ ୧,୫୨୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧,୪୬୩ ଜଣ ଆହତ ହୋଇଛନ୍ତି। ଗତ ୬ ବର୍ଷ ମଧ୍ୟରେ ଏହା ସର୍ବାଧିକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି।...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ...

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ...

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ...

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ...

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri