Posted inଫୁରସତ

କର୍ମକ୍ଷେତ୍ରରେ ନିରାପତ୍ତା ଅପରିହାର୍ଯ୍ୟ

କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସୁରକ୍ଷା ଏବଂ ନିରାପତ୍ତା ପ୍ରତି ଦୃଷ୍ଟି ଦେବା ଅତ୍ୟନ୍ତ ଜରୁରୀ । ଏହା ଦ୍ୱାରା କର୍ମଚାରୀଙ୍କ କାର୍ଯ୍ୟ କ୍ଷମତା ବୃଦ୍ଧି ସହିତ ବିକାଶ ଧାରା ଜାରି ରହିଥାଏ। ଏ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ଏପ୍ରିଲ ୨୮ରେ କର୍ମକ୍ଷେତ୍ରରେ ନିରାପତ୍ତା ସ୍ବାସ୍ଥ୍ୟ ବିଶ୍ୱ ଦିବସ ପାଳନ କରାଯାଇଥାଏ। ଏହି ଦିବସ ଜାତିସଂଘର ସ୍ବୀକୃତି କ୍ରମେ ପାଳିତ ହୋଇଥାଏ। ଏହି ଦିବସ ପାଳନ ଅବସରରେ କର୍ମକ୍ଷେତ୍ରରେ ନିରାପଦ ଭାବେ ସମ୍ପାଦନ ଏବଂ ଦୁର୍ଘଟଣା ଆଦିକୁ ରୋକିବା ନେଇ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରାଯାଇଥାଏ। ଅନ୍ତର୍ଜାତୀୟ ଶ୍ରମ ସଂଗଠନ ଦ୍ୱାରା ଜାରି ହୋଇଥିବା ମାନଦଣ୍ଡ ଆଧାରରେ କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଥାଏ। କର୍ମକ୍ଷେତ୍ରରେ ନିରାପତ୍ତା ଏବଂ ସ୍ବାସ୍ଥ୍ୟ ପାଇଁ ଏହି କର୍ମକ୍ଷେତ୍ରରେ ନିରାପତ୍ତା ସ୍ବାସ୍ଥ୍ୟ ବିଶ୍ୱ ଦିବସ ପ୍ରଥମେ ୨୦୦୩ରେ ଅନ୍ତର୍ଜାତୀୟ ଶ୍ରମ ସଂଗଠନ ଦ୍ୱାରା ପାଳନ କରାଯାଇଥିଲା । ସେବେଠାରୁ ଏହା ପ୍ରତିବର୍ଷ ପାଳନ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri