ଦକ୍ଷିଣ କୋରିଆରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ

ସିଓଲ,୧୮ା୩: ମହାମାରୀ କରୋନା ଟିକେ କମିଥିବା ବେଳେ ଏବେ କିଛି ଦେଶରେ ପୁଣି କାୟା ବିସ୍ତାର କଲାଣି। ଚାଇନାରେ କରୋନା ହଇଚଇ ସୃଷ୍ଟି କରିଥିବାବେଳେ ଏବେ ଦକ୍ଷିଣ କୋରିଆ ଏହାର ସମ୍ମୁଖୀନ ହୋଇଛି। ଗୁରୁବାର ମଧ୍ୟରାତ୍ରି ସୁଦ୍ଧା ଦେଶରେ ୪,୦୭,୦୧୭ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ମୋଟ ସଂକ୍ରମଣ ସଂଖ୍ୟା ୮୬,୫୭,୬୦୯ରେ ପହଞ୍ଚିଛି ବୋଲି ସ୍ବାସ୍ଥ୍ୟ ଅଧିକାରୀ ଶୁକ୍ରବାର କହିଛନ୍ତି।

ଦକ୍ଷିଣ କୋରିଆର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ଏଜେନ୍ସି (KDCA) ଅନୁଯାୟୀ, ଦୈନିକ କ୍ୟାସଲୋଡ ପୂର୍ବ ଦିନର ରେକର୍ଡ ୬,୨୧,୩୨୮ଠାରୁ କମ୍‌ ଥିଲା, କିନ୍ତୁ ବର୍ତ୍ତମାନ ଦ୍ୱିତୀୟ ସର୍ବାଧିକ ସଂଖ୍ୟାକୁ ଅତିକ୍ରମ କରିଛି। ସିଓଲ ମହାନଗରରେ ଓମିକ୍ରନ ପ୍ରକାରର ପ୍ରାଦୁର୍ଭାବ ଦ୍ରୁତ ଗତିରେ ବୃଦ୍ଧି ପାଇଛି।

ନୂତନ ମାମଲା ମଧ୍ୟରୁ ୮୧,୯୯୭ ସିଓଲର ବାସିନ୍ଦା ଥିଲେ। ଜିଓ୍ବାଙ୍ଗିରେ ୧,୧୩,୬୭୩ ନୂତନ ସଂକ୍ରମଣ ଏବଂ ପଶ୍ଚିମ ବନ୍ଦର ସହର ଇଞ୍ଚିୟୋନରେ ୨୫,୭୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରିପୋର୍ଟରୁ ପ୍ରକାଶ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri