Posted inଫୁରସତ

ଯନ୍ତ୍ରଣାମୁକ୍ତ ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକ ଗୁରୁତ୍ୱପୂର୍ଣ୍ଣ

ସମ୍ପ୍ରତି ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ଏହା ବିନା ସାଧାରଣ ପରୀକ୍ଷାଠାରୁ ଆରମ୍ଭ କରି ଛୋଟ ଅବା ବଡ଼ ଅପରେଶନ ସମ୍ଭବ ହୋଇପାରି ନ ଥାଏ। ନିଶ୍ଚେତକ ବ୍ୟବହାର ଦ୍ୱାରା ରୋଗୀ କଷ୍ଟ ଅନୁଭବ କରିପାରି ନ ଥାନ୍ତି। ଫଳରେ ଚିକିତ୍ସା ବିନା କଷ୍ଟ ଅନୁଭବରେ ହେବା ଦ୍ୱାରା ରୋଗୀ ମାନସିକସ୍ତରରେ ସୁଦୃଢ଼ ହୋଇପାରିଥାନ୍ତି ଏବଂ ଚିକିତ୍ସା ସେବା ଗ୍ରହଣ କରିବାକୁ ଅମଙ୍ଗ ହୋଇ ନ ଥାନ୍ତି। ଚିକିତ୍ସା କ୍ଷେତ୍ରରେ ନିଶ୍ଚେତକର ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଅକ୍ଟୋବର ୧୫ରେ ବିଶ୍ୱ ନିଶ୍ଚେତକ ଦିବସ ପାଳନ କରାଯାଇଥାଏ। ଏହାକୁ ଇଥର ଦିବସ ମଧ୍ୟ କୁହାଯାଇଥାଏ।
ଚିକିତ୍ସା କ୍ଷେତ୍ରରେ ୧୮୪୬ ଅକ୍ଟୋବର ୧୬ରେ ସଫଳତାର ସହିତ ଡାଇଇଥାଇଲ ଇଥର ନିଶ୍ଚେତକର ପ୍ରୟୋଗ କରାଯାଇଥିଲା। ଏହାକୁ ସ୍ମରଣ କରିବା ପାଇଁ ସାରା ବିଶ୍ୱରେ ବିଶ୍ୱ ନିଶ୍ଚେତକ ଦିବସ ପାଳନ କରାଯାଇଥାଏ।
ଡବ୍ଲ୍ୟୁଟିଜି ମୋର୍ଟନ ଆନୁଷ୍ଠାନିକ ଭାବେ ଡାଇଇଥାଇଲ ଇଥରର ପ୍ରଥମ ସଫଳ ବ୍ୟବହାର ହାଓ୍ବାର୍ଡ ସ୍କୁଲ ଅଫ ମେଡିସିନ୍‌ର ମାସାଚୁସେଟ୍ସ ଜେନେରାଲ ହସ୍ପିଟାଲରେ ଏକ ଅପରେଟିଂ ଥିଏଟରରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri