ଭାରତ ସରକାରଙ୍କୁ ପ୍ରଶଂସା କଲା ବିଶ୍ୱବ୍ୟାଙ୍କ

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୧୦: ବିଶ୍ୱବ୍ୟାଙ୍କର ସଭାପତି ଡେଭିଡ ମାଲପାସ କହିଛନ୍ତି, ବିଶ୍ୱରେ ମହାମାରୀ କରୋନା ସଙ୍କଟରେ ଗରିବ ଏବଂ ଅସହାୟ ଲୋକଙ୍କୁ ଭାରତର ସହାୟତା ଅତୁଳନୀୟ। ଭାରତ ପରି ବ୍ୟାପକ ସବସିଡି ଦେବା ପରିବର୍ତ୍ତେ ଅନ୍ୟ ଦେଶଗୁଡିକ ମଧ୍ୟ ପ୍ରତ୍ୟକ୍ଷ କ୍ୟାଶ ସ୍ଥାନାନ୍ତର କରିବା ଉଚିତ। ବିଶ୍ୱବ୍ୟାଙ୍କ ପକ୍ଷରୁ ମାଲପାସ ବୁଧବାର କହିଛନ୍ତି, ଦାରିଦ୍ର୍ୟ ହ୍ରାସ କରିବାରେ ବିଶ୍ୱ ପ୍ରଗତିର ଶେଷରେ କରୋନା ଆସିଥିଲା। ଏହି ସମୟରେ ଗରିବ ଦେଶଗୁଡ଼ିକୁ ଭାରତର ସମର୍ଥନ ବେଶ୍‌ ପ୍ରଶଂସାଯୋଗ୍ୟ।

 

ବିଗତ ତିନି ଦଶନ୍ଧି ମଧ୍ୟରେ ଏକ ବିଲିୟନରୁ ଅଧିକ ଲୋକଙ୍କୁ ଅତ୍ୟଧିକ ଦରିଦ୍ର ମୁକ୍ତ କରାଯାଇଛି। ଗରିବ ଦେଶଗୁଡ଼ିକର ଆୟ ମଧ୍ୟ ଏକ ଦୃଢ଼ ଆଧାର ପାଇଲା। କିନ୍ତୁ କରୋନା ଆସିବା ଗରିବ ଲୋକଙ୍କୁ ଅଧିକ ମୂଲ୍ୟ ଦେବାକୁ ପଡ଼ଲା। ଗରିବ ଦେଶଗୁଡ଼ିକର ଅର୍ଥନୈତିକ ବ୍ୟବସ୍ଥା ଏକପ୍ରକାର ଭୁଶୁଡ଼ି ପଡ଼ିଥିଲା। ଭାରତର ସହଯୋଗ ଏବଂ ସହାୟତା ପାଇଁ ଏବେ ଆର୍ଥିକ ବ୍ୟବସ୍ଥା ସ୍ବଳ୍ପ ବିକଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri