ଭାରତର GDP ଆକଳନ 6.5% କୁ ବୃଦ୍ଧି କଲା ବିଶ୍ୱ ବ୍ୟାଙ୍କ

ମୁମ୍ବାଇ,୭।୧୦: ବିଶ୍ୱ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଭାରତର GDP ବୃଦ୍ଧି ଅନୁମାନକୁ ୬.୩%ରୁ ୬.୫%କୁ ବୃଦ୍ଧି କରିଛି, ଯାହା ଦେଶରେ ଖର୍ଚ୍ଚ, କୃଷି ଓ ଗ୍ରାମ୍ୟ ମଜୁରୀର ଭଲ ପ୍ରଦର୍ଶନରୁ ହୋଇଛି। କିନ୍ତୁ ଆର୍ଥିକ ବର୍ଷ ୨୭ରେ ଏହା ୬.୩%ରେ ହ୍ରାସ କରିଛି, ଯାହା ଆମେରିକାର ଉଚ୍ଚ ଟାରିଫ୍ (୫୨%)ର କରାଣରୁ ହୋଇଛି।

ଦକ୍ଷିଣ ଏସିଆର ‘ଡେଭଲପମେଣ୍ଟ୍‌ ଆପଡେଟ୍‌’ରେ କୁହାଯାଇଛି, ୨୦୨୬ରେ ଅଞ୍ଚଳର ବୃଦ୍ଧି ୨୦୨୫ର ୬.୬%ରୁ ୫.୮%କୁ ଖସିବ। ବାଣିଜ୍ୟରେ ବାଧା ଓ AI ଯହେତୁ ଅନିଶ୍ଚିତତା ସୃଷ୍ଟି କରୁଛି। ତେବେ ଭାରତ ବିଶ୍ୱର ସବୁଠାରୁ ଦ୍ରୁତ ବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ରହିବ।

ଆମେରିକାକୁ ୨୦୨୪ରେ ୨୦% ରପ୍ତାନି (GDPର ୨%) ହୋଇଥିବାରୁ ଟାରିଫ୍‌ର ବଢୁଥିବା ଚିନ୍ତାର କାରଣ। AIରୁ ୨୨% କାମ ପ୍ରଭାବିତ ହେବ, ବିଶେଷକରି IT ଓ ସର୍ଭିସ୍‌ରେ। ର୍ଘକାଳୀନ ଡିଜିଟାଲ୍‌ ସଂଯୋଗ, ଦକ୍ଷତା ବିକାଶ ଓ ସୁରକ୍ଷା ଜାଲ ଆବଶ୍ୟକ।

 

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ମୃତ୍ୟୁଦଣ୍ଡାଦେଶ ପାଇବା ସତ୍ତ୍ୱେ ବାଂଲାଦେଶ ଫେରିବା ନେଇ ଅଟଳ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୫।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

ଦୀପାବଳି ପୂର୍ବରୁ ସରକାରଙ୍କ ସ୍ବତନ୍ତ୍ର ପ୍ୟାକେଜ, ମାତ୍ର ୧୦୦ ଟଙ୍କାରେ ମିଳିବ ୧୦ ପ୍ରକାର ପରିବା!

ଚେନ୍ନାଇ,୫ା୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ପରିବାରର ରୋଷେଇ ଖର୍ଚ୍ଚ କମାଇବା ପାଇଁ ତାଙ୍କ…

ଝିଅ ସହ କର୍ମଚାରୀଙ୍କୁ ଘରେ ଦେଖି ରାଗିଗଲେ ବାପା, ପିଟି ପିଟି ହତ୍ୟା…

ବେଙ୍ଗାଲୁରୁ,୫।୧୧: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ନିଜ ୧୯ ବର୍ଷୀୟ ଝିଅ ସହ ଜଣେ ୨୨ ବର୍ଷୀୟ କର୍ମଚାରୀଙ୍କୁ ଘରେ…

ଧନତେରସ ପୂର୍ବରୁ ସୁନା ଦରକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏକ୍ସପର୍ଟ କହିଲେ ଏବେ ସୁନା କିଣିଲେ…

ନୂଆଦିଲ୍ଲୀ,୫ା୧୧: ସୁନା ଦର ଲଗାତାର ହ୍ରାସ ପାଉଛି। ଗୋଟିଏ ସମୟରେ ସୁନା ଦର ୨ ଲକ୍ଷ ଟଙ୍କା ଟପିବ ବୋଲି ଚର୍ଚ୍ଚା ହେଉଥିଲା। ଜାନୁଆରୀ ମାସରେ ଏହାର…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ଏତେ ଟଙ୍କା ଏରିୟର

ନୂଆଦିଲ୍ଲୀ, ୫।୧୧: ପାର୍ବଣ ଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଜ କର୍ମଚାରୀ ଓ ପେନସନଭୋଗୀଙ୍କ ଉପରେ ଉପହାର ବର୍ଷା ଜାରି ରହିଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ତାମିଲନାଡୁ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?