ୱାଲର୍‌ଡ ବୁକ୍‌ ଅଫ୍‌ ରେକର୍ଡ ଅଧିକାରୀ ୪ ବର୍ଷର ଆଦଭିକ୍‌

ବାଲିଗୁଡ଼ା,୭ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୱାଲର୍‌ଡ ବୁକ୍‌ ଅଫ୍‌ ରେକର୍ଡରେ ୪ବର୍ଷର ଶିଶୁ ଆଦଭିକ୍‌ ପାଢ଼ୀ। ଫଟାଫଟ୍‌ ସବୁ ପ୍ରଶ୍ନର ଉତ୍ତର ଦେଉଛନ୍ତି ଏହି କୁନି ବିସ୍ମୟ ବାଳକ। ବାଲିଗୁଡ଼ା ସହର ଭଗାମୁଣ୍ଡା ସାହିର ଅମୂଲ୍ୟ ପାଢ଼ୀ ଓ ପ୍ରିୟଙ୍କା ପାଢ଼ୀଙ୍କ ସୁପୁତ୍ର ଆଦଭିକ୍‌ । ସେ ବାଲିଗୁଡ଼ା ସ୍ଥିତ ସାଇ ପ୍ରଭୁଜୀ ଗ୍ଲୋବାଲ ସ୍କୁଲରେ ନର୍ସରୀରେ ପାଠ ପଢୁଛନ୍ତି। ଆଦଭିକ୍‌ ୧ମିନିଟ୍‌ ୪୩ ସେକେଣ୍ଡରେ ଫଟାଫଟ୍‌ ୧୦୦ ପ୍ରଶ୍ନର ସଠିକ୍‌ ଉତ୍ତର ଦେଇ ଏହି ସଫଳତା ହାସଲ କରିଛନ୍ତି। ପୂର୍ବରୁ ସେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ମଧ୍ୟ ନିଜକୁ ସ୍ଥାନିତ କରିଥିଲେ। ବିସ୍ମୟ କୁନି ବାଳକଙ୍କୁ ସବୁଆଡୁ ପ୍ରଶଂସାର ସୂଅ ଛୁଟୁଛି। ସାଇ ପ୍ରଭୁଜୀ ଗ୍ଲୋବାଲ ସ୍କୁଲରେ ଆଦଭିକ୍‌ ଏବଂ ତାଙ୍କ ପିତା ମାତାଙ୍କୁ ବିଦ୍ୟାଳୟ କର୍ତ୍ତୁପକ୍ଷ ଓ ଶିକ୍ଷୟିତ୍ରୀ ଶିକ୍ଷକ ସମ୍ବର୍ଦ୍ଧିତ କରିଛନ୍ତି। ସେପଟେ ପୁଅର ଏଭଳି ଟାଲେଣ୍ଟ ଏବଂ ସଫଳତାକୁ ନେଇ ବାପା ମାଆ ବେସ୍‌ ଖୁସି ଥିବା ବେଳେ ଆଗକୁ ଆଦଭିକ୍‌ ଯେଭଳି ଅଧିକ ସଫଳତା ହାସଲ କରିବ ଏବଂ ବାଲିଗୁଡ଼ା ସମେତ ଜିଲାର ନାଁ ରଖିବ ସେନେଇ ଆମେ ଚେଷ୍ଟିତ ବୋଲି କହିଛନ୍ତି ଆଦଭିକ୍‌ଙ୍କ ମା’ ପ୍ରିୟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri