ପୁରୀରେ ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ

ପୁରୀ,୪ା୭: ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜଗନ୍ନାଥ ମ୍ୟୁଜିୟମ ସହ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ ହେବ। ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ କେନ୍ଦ୍ର ରହିବ। ପରିସରରେ ୩୦୦ ଆସନ ବିଶିଷ୍ଟ ଅଡିଟୋରିୟମ ପ୍ରତିଷ୍ଠା ହେବ। ଅଡିଟୋରିୟମରେ ପ୍ରତିଦିନ ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’ ପ୍ରଦର୍ଶିତ ହେବ।  ଅଡିଟୋରିୟମ ସହ ମୁକ୍ତାକାଶ ରଙ୍ଗମଞ୍ଚ ମଧ୍ୟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁକ୍ତାକାଶ ରଙ୍ଗମଞ୍ଚରେ କଳାକାରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ବି ପରିବେଷଣ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

କୋଦାଳ ଚୋଟରେ ANM ଭାଉଜଙ୍କ ଜୀବନ ନେଇ ଥାନାରେ ଆତ୍ମସମର୍ପଣ କଲେ ଦିଅର

କଲ୍ୟାଣସିଂପୁର,୧୮ା୭(ଦୀପକ ପରିଡ଼ା): ଦିଅରଙ୍କ କୋଦାଳ ଚୋଟରେ ANM ଥିବା ଭାଉଜଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣିସଂପୁର ଥାନା ଅନ୍ତର୍ଗତ ଡେପାଗୁଡ଼ା ଗାଁରେ ଏହି ଘଟଣା...

ଗିରଫ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୧୮।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କୁ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ...

ଶହବାଜ-ମୁନିରଙ୍କ ଟେନସନ ବଢାଇଲା ଭାରତ!

ନୂଆଦିଲ୍ଲୀ,୧୮।୭: ଅପରେଶନ ସିନ୍ଦୂର ପରେ ଭାରତ ନିଜର ଶକ୍ତିକୁ ଆହୁରି ବୃଦ୍ଧି କରିବା ପାଇଁ କାମ ଆରମ୍ଭ କରିଛି। ସେନା କ୍ଷେପଣାସ୍ତ୍ର ପ୍ରଯୁକ୍ତିବିଦ୍ୟାରେ ବହୁତ ଦ୍ରୁତ...

ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା

ଭୁବନେଶ୍ୱର,୧୮।୭: ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର...

ଫେରିବେ ବିରାଟ କୋହଲି! କ’ଣ କହୁଛନ୍ତି ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୮।୭: ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସ୍ଥାନ ନେବା କଷ୍ଟକର,ଏହାକୁ ମାନିବାକୁ ପଡିବ। କିନ୍ତୁ ଏବେ ଏହି ଦୁଇ ମହାନ ଖେଳାଳିଙ୍କଠାରୁ ଆଗକୁ ବଢ଼ିବାର...

ସରକାରୀ ଅର୍ଥ ହଡ଼ପ କରିବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ସରପଞ୍ଚ

ଉଦଳା,୧୮।୭: ଆକ୍ସନରେ ପଞ୍ଚାୟତିରାଜ ବିଭାଗ। ମୟୁରଭଞ୍ଜ ଜିଲା ଉଦଳା ବ୍ଲକ ରାଢ଼ୋ ପଞ୍ଚାୟତ ସରପଞ୍ଚ ବସେନ ମାରାଣ୍ଡିଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଶୁକ୍ରବାର ନିଲମ୍ବିତ କରାଯାଇଛି।...

ସୁନା, ରୂପାର ମୂଲ୍ୟରେ ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ ଦାମ୍ କେତେ ?

ଭୁବନେଶ୍ୱର,୧୮ା୭: ଶୁକ୍ରବାର ଅମେରିକୀୟ ଡଲାରର ମଜବୁତି ଏବଂ ଆମେରିକାର ସ୍ଥିର ଅର୍ଥନୈତିକ ରିପୋର୍ଟ ମଧ୍ୟରେ ସୁନା ଓ ରୂପାର ମୂଲ୍ୟରେ ହ୍ରାସ ଦେଖାଦେଇଛି। ମୁମ୍ବାଇରେ ଆଜି...

ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍‌ , ହେଲେ…

ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri