Posted inଖେଳ

ଆଜି ୨ ମହାମୁକାକିଲା

ଧର୍ମଶାଳା,୭।୧୦: ବିଶ୍ୱକପ୍‌ ୨୦୨୩ରେ ଶନିବାର ଦୁଇଟି ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚରେ ଆଫଗାନିସ୍ତାନ ଦଳ ବାଂଲାଦେଶକୁ ଭେଟିବ। ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଏବଂ ଶ୍ରୀଲଙ୍କା ମଧ୍ୟରେ ଅଛି। ବାଂଲାଦେଶ-ଆଫଗାନିସ୍ତାନ ମ୍ୟାଚ ପୂର୍ବାହ୍ନ ୧୦.୩୦ରେ ଧର୍ମଶାଳାରେ ଆରମ୍ଭ ହେବ। ସେହିପରି ଦକ୍ଷିଣ ଆଫ୍ରିକା ବନାମ ଶ୍ରୀଲଙ୍କା ମ୍ୟାଚ ଅପରାହ୍ନ ୨ଟାରେ ଦିଲ୍ଲୀରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri