ପୁଣି ହୃଦୟ ଜିତିଲେ ଶାହରୁଖ

ଅହମ୍ମଦାବାଦ୍‌,୧୯।୧୧: ବିଶ୍ୱକପ ୨୦୨୩ର ଫାଇନାଲ ମ୍ୟାଚ ଦେଖିବାକୁ ଆଜି ବଲିଉଡର ଅନେକ ତାରକା ଅହମ୍ମଦାବାଦରେ ପହଞ୍ଚିଛନ୍ତି। ଦୀପିକା ପାଦୁକୋନ ତାଙ୍କ ଭଉଣୀ ଅନିଶା ଏବଂ ପିତା ପ୍ରକାଶ ପାଦୁକୋନ ରଣବୀର ସିଂଙ୍କ ସହ ମ୍ୟାଚ ଦେଖିବା ପାଇଁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଟିମ ଇଣ୍ଡିଆକୁ ଚିୟର କରୁଛନ୍ତି। ଶାହାରୁଖ ଖାନ ମଧ୍ୟ ତାଙ୍କ ପରିବାର ସହିତ ଟିମ ଇଣ୍ଡିଆକୁ ସମର୍ଥନ କରିବାକୁ ଆସିଛନ୍ତି।
ଏହି ସମୟରେ ଶାହାରୁଖ ଖାନ ଆଶା ଭୋସଲେଙ୍କ ସହ ଷ୍ଟାଡିୟମରେ ବସିଥିବାର ନଜର ଆସିଥିଲେ। ଏବେ କିଙ୍ଗ ଖାନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହାକୁ ଦେଖି ପ୍ରଶଂସକମାନେ ଶାହାରୁଖଙ୍କ କାର୍ଯ୍ୟକୁ ପ୍ରଶଂସା କରୁଛନ୍ତି। ଭାଇରାଲ ଭିଡିଓରେ ଅଭିନେତା ଗାୟକଙ୍କୁ ସାହାଯ୍ୟ କରୁଥିବା ନଜର ଆସିଛନ୍ତି, ଯେଉଁଥିରେ ସେ ଗାୟିକାଙ୍କ ଅଇଁଠା କପ ଉଠାଇଥିଲେ। ଏହା ଦେଖି ପ୍ରଶଂସକମାନେ ତାଙ୍କୁ ପ୍ରଶଂସା କରିଛନ୍ତି। ଜଣେ ଯୁଜର୍ସ ଲେଖିଛନ୍ତି,ଗୋଟିଏ ମାତ୍ର ହୃଦୟ ଆଉ କେତେଥର ଜିତିବ। ଅନ୍ୟ ଜଣେ ୟୁଜର୍ସ କହିଛନ୍ତି, ଏହା ହିଁ ଆଜି ଏହି ସ୍ଥାନରେ ପହଞ୍ଚାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି ।...

ସୁନାଥାଳିରେ ଖାଇବେ! ୨୯ରୁ ୩୧ ଭିତରେ ଧନୀ ହେବେ ୩ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ...

କିଏ ହେବେ ମୁମ୍ବାଇର ପରବର୍ତ୍ତି ମେୟର? ରେସରେ ରହିଛି ଏହିମାନଙ୍କ ନାମ

ମୁମ୍ବାଇ,୧୭।୧: ମୁମ୍ବାଇ ନଗର ନିଗମ ନିର୍ବାଚନରେ ଭାଜପା ଏକକ ବୃହତ୍ତମ ଦଳ ଭାବରେ ଉଭା ହୋଇଛି, ମୁମ୍ବାଇରେ ଶିବସେନାର ପ୍ରାୟ ତିନି ଦଶନ୍ଧି ଧରି ରହିଥିବା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

କଳିଯୁଗରେ ରାହୁଙ୍କ ରାଜ୍‌, ୪ରାଶିଙ୍କୁ ମିଳିବ ଜବରଦସ୍ତ ଲାଭ…

ପ୍ରାଚୀନ ଶାସ୍ତ୍ରଗୁଡ଼ିକରେ ମୋଟ ଚାରୋଟି ଯୁଗର ଉଲ୍ଲେଖ ଅଛି, ଯେଉଁଥିରୁ ଗୋଟିଏ ହେଉଛି କଳିଯୁଗ (କଳିଯୁଗ)। ସତ୍ୟ ଯୁଗ, ତ୍ରେତୟା ଯୁଗ ଏବଂ ଦ୍ୱାପର ଯୁଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri