Posted inଖେଳ

ଦିନିକିଆ ବିଶ୍ୱକପରେ ଏ ପର୍ଯ୍ୟନ୍ତ ସର୍ବାଧିକ ରନ କରିଛନ୍ତି ସଚିନ, ଜାଣନ୍ତୁ କେତେ ନମ୍ବରରେ ବିରାଟ

ନୂଆଦିଲ୍ଲୀ,୩।୭: ଦିନିକିଆ ବିଶ୍ୱକପ ୨୦୨୩ର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏଥର ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଅକ୍ଟୋବର ୫ରେ ଅହମ୍ମଦାବାଦରେ ଖେଳାଯିବ। ଅକ୍ଟୋବର ୮ରେ ଚେନ୍ନାଇରେ ଅଷ୍ଟ୍ରେଲିଆ ବିପକ୍ଷରେ ଟିମ ଇଣ୍ଡିଆ ପ୍ରଥମ ମ୍ୟାଚ ଖେଳିବ। ଯଦି ଆପଣ ଭାରତୀୟ ଦଳର ଖେଳାଳିଙ୍କ ରେକର୍ଡକୁ ଦେଖନ୍ତି, ତେବେ ଏହା ପ୍ରଭାବଶାଳୀ ରହିଛି। ଭାରତ ପାଇଁ ଦିନିକିଆ ବିଶ୍ୱକପରେ ସଚିନ ତେନ୍ଦୁଲକର ଏ ପର୍ଯ୍ୟନ୍ତ ସର୍ବାଧିକ ରନ କରିଛନ୍ତି। ଏହି କ୍ରମରେ ବିରାଟ କୋହଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି।

ଟିମ ଇଣ୍ଡିଆ ପାଇଁ ବର୍ତ୍ତମାନର ଖେଳାଳି ତାଲିକାରେ କୋହଲି ଦିନିକିଆ ବିଶ୍ୱକପରେ ସର୍ବାଧିକ ରନ ସ୍କୋରର। ଦିନିକିଆ ବିଶ୍ୱକପ ୨୬ ଇନିଂସରେ କୋହଲି ୧୦୩୦ରନ ସଂଗ୍ରହ କରିଛନ୍ତି। ଏହି ସମୟ ମଧ୍ୟରେ ସେ ୨ ଶତକ ଏବଂ ୬ ଅର୍ଦ୍ଧଶତକ ହାସଲ କରିଛନ୍ତ। ସର୍ବାଧିକ ରନ ସ୍କୋର କରିବାରେ କୋହଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସଚିନ ପ୍ରଥମ ସ୍ଥାନରେ ଅଛନ୍ତି। ବିଶ୍ୱ କ୍ରିକେଟ ଖେଳାଳି ତାଲିକାରେ ସେ ମଧ୍ୟ ଏକ ନମ୍ବରରେ ଅଛନ୍ତି। ସଚିନ ୪୪ ଇନିଂସରେ ୨୨୭୮ରନ ସଂଗ୍ରହ କରିଛନ୍ତି। ସେ ୬ ଶତକ ଏବଂ ୧୫ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେହିପରି ସୌରଭ ଗାଙ୍ଗୁଲି ତୃତୀୟ ସ୍ଥାନରେ ଅଛନ୍ତି। ଗାଙ୍ଗୁଲି ୨୧ ଇନିଂସରେ ୧୦୦୬ ରନ ସଂଗ୍ରହ କରିଛନ୍ତି । ସେ ୪ ଶତକ ଏବଂ ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ଭାରତୀୟ ଦଳର ବର୍ତ୍ତମାନର ଅଧିନାୟକ ରୋହିତ ଶର୍ମା ଚତୁର୍ଥ ସ୍ଥାନରେ ଅଛନ୍ତି। ସେ ୧୭ ଇନିଂସରେ ୯୭୮ ରନ ସଂଗ୍ରହ କରିଥିବା ବେଳେ ୬ ଶତକ ଏବଂ ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ରାହୁଲ ଦ୍ରାବିଡ ପଞ୍ଚମ ସ୍ଥାନରେ ଅଛନ୍ତି। ସେ ୨୧ ଇନିଂସରେ ୮୬୦ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri