Posted inଖେଳ

ସେମିଫାଇନାଲ୍‌ ମ୍ୟାଚ୍‌ରେ ଭାରତକୁ ବଡ଼ ଝଟ୍‌କା: ରିଟାର୍ଡ ହର୍ଟ ହୋଇ ପାଭିଲିୟନ ଫେରିଲେ ଗିଲ

ମୁମ୍ବାଇ,୧୫।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ୍‌ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତ ଆରମ୍ଭରୁ ଧୂଆଁଧାର ବ୍ୟାଟିଂ ଆରମ୍ଭ କରିଥିଲା। କିନ୍ତୁ ମ୍ୟାଚ୍‌ ବେଳେ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ୨୩ତମ ଓଭରରେ ଶୁଭମନ ଗିଲ ହାମଷ୍ଟ୍ରିଂ ଯୋଗୁ ରିଟାର୍ଡ ହର୍ଟ ହୋଇ ପାଭିଲିୟନକୁ ଫେରିଥିଲେ। ସେ ଖୁବ୍‌ ଯନ୍ତ୍ରଣା ଭୋଗୁଥିବାରୁ ଅଧିନାୟକ ରୋହିତ ଶର୍ମା ତାଙ୍କୁ ପାଭିଲିୟନକୁ ଫେରିଆସିବାକୁ କହିଥିଲେ। ଶ୍ରେୟସ ଆୟର ତାଙ୍କ ସ୍ଥାନରେ ଆସିଛନ୍ତି। ରିଟାର୍ଡ ହର୍ଟ ହୋଇ ପାଭିଲିୟନ ଫେରିବା ବେଳକୁ ଗିଲ ୬୫ ବଲ୍‌ରେ ୭୯ ରନ୍‌ କରିଥିଲେ। ତାଙ୍କ ପୂର୍ବରୁ ରୋହିତ ଶର୍ମା ୨୯ ବଲ୍‌ରେ ୪୭ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri