Posted inଖେଳ

ଏହି ଅମ୍ପାୟର ରହିଲେ କେବେ ଜିତିନି ଭାରତ

ନୂଆଦିଲ୍ଲୀ,୧୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦମଦାର ରନ ସଂଗ୍ରହ କରି ଫାଇନାଲରେ ଏଣ୍ଟ୍ରି କରିଛି ଭାରତ। ରବିବାର ଫାଇନାଲ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ଭେଟିବାକୁ ଯାଉଛି। ଟିମ୍‌ ଇଣ୍ଡିଆର ପାଓ୍ବାର ପ୍ୟାକ୍‌ ଖେଳାଳୀ ବିରାଟ କୋହଲ, ଶ୍ରେୟସ ଆୟର ଓ ମହମ୍ମଦ ଶାମି ଫାଇନାଲରେ ଧୂଆଁଧାର ପ୍ରଦର୍ଶନ ପାଇଁ ପ୍ରସ୍ତୁତ ହୋଇଗଲେଣି।
ଏହାରି ଭିତରେ ଶୁକ୍ରବାର ଫାଇନାଲ ମ୍ୟାଚ ପାଇଁ ଅମ୍ପାୟର୍ସଙ୍କ ନାଁ ଘୋଷଣା ହୋଇଛି। ତାଲିକାରେ ରିଚର୍ଡ କେଟଲବୋରୋଙ୍କ ନାଁ ଦେଖି ସବୁ ଭାରତୀୟଙ୍କୁ ଝଟକା ଲାଗିଛି। କାରଣ ଯେବେ ବି ରିଚର୍ଡ ଭାରତର ଆଇସିସି ମ୍ୟାଚରେ ଅମ୍ପାୟରିଂ କରିଛନ୍ତି ସେହି ମ୍ୟାଚରେ ଭାରତ ପରାଜୟ ହୋଇଛି।

୨୦୧୪ରେ ହୋଇଥିବା ଭାରତ-ଶ୍ରୀଲଙ୍କା ଟି-୨୦ ବିଶ୍ୱକପ ଫାଇନାଲରେ ରିଚର୍ଡ ଅମ୍ପାୟରିଂ କରିଥିଲେ। ଏହି ମ୍ୟାଚରେ ଭାରତ ପରାଜୟ ହୋଇଥିଲା। ସେହିପରି ୨୦୧୫ରେ ଭାରତ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହୋଇଥିଲେ ସେଥିରେ ମଧ୍ୟ ଭାରତ ମ୍ୟାଚ ହାରିଥିଲା। ଏହି କ୍ରମରେ ୨୦୧୬ରେ ଟି-୨୦ ସେମି ଫାଇନାଲରେ ରିଚାର୍ଡ ଥିବା ଯୋଗୁ େଓଷ୍ଟଇଣ୍ଡିଜ ଠାରୁ ଭାରତ ହାରିଥିଲା। ୨୦୧୭ ଚାମ୍ପିୟନ ଟ୍ରଫି ଫାଇନାଲରେ ପଡୋଶୀ ପାକିସ୍ତାନ ଠାରୁ ଭାରତ ଟିମ୍‌ ହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ମାଡ଼ ମଧ୍ୟରେ ହର୍ମୁଜ ପ୍ରଣାଳୀ ଚିରି ବାହାରିଗଲା ଭାରତୀୟ ଜାହାଜ, ଧାନ ବୁଣା ପୂର୍ବରୁ ଚାଷୀଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୮।୬: ହର୍ମୁଜ ପ୍ରଣାଳୀରେ ବଢୁଥିବା ଉତ୍ତେଜନା ଏବଂ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ମଧ୍ୟରେ, ଭାରତୀୟ ଚାଷୀଙ୍କ ପାଇଁ ଏକ ସ୍ବାଗତଯୋଗ୍ୟ ଖବର ଅଛି। ଇରାନ ଦ୍ୱାରା…

ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି:  ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଟିକରାପଡ଼ା (ଗାନ୍ଧୀପଡ଼ା) ଛକରେ ଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ…

ଭାଜପାରେ ସାମିଲ ହେବେ କି ମହୁଆ? ଚମକାଇଲା ଭଳି ଜବାବ ଦେଲେ ଟିଏମସି ସାଂସଦ

କୋଲକାତା,୨୮।୬: ପଶ୍ଚିମବଙ୍ଗ ରାଜନୀତିରେ ଆଜିକାଲି ବେଶ୍‌ ହଲଚଲ ଦେଖିବାକୁ ମିଳୁଛି। ବିଧାନସଭା ନିର୍ବାଚନ ପରେ ଟିଏମସି (TMC) ରେ ବଡ଼ ଧରଣର ବିଭାଜନ ହେବାର ଖବର ସାମ୍ନାକୁ…

ମୁଣ୍ଡ ନୁଆଁଇଲା ଶେହବାଜ ସରକାର, ପାକିସ୍ତାନର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲ ଜିଓ ନ୍ୟୁଜ ଉପରେ ଲଗାଇଲା ପ୍ରତିବନ୍ଧକ, ଜାଣନ୍ତୁ କାହିଁକି

ଇସଲାମାବାଦ,୨୮।୬: ପାକିସ୍ତାନରେ ଗଣମାଧ୍ୟମ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପାକିସ୍ତାନ ସରକାର ଦେଶର ସବୁଠାରୁ ବଡ଼ ନ୍ୟୁଜ ଚ୍ୟାନେଲଗୁଡ଼ିକ ମଧ୍ୟରୁ ଗୋଟିଏ, ଜିଓ ନ୍ୟୁଜର…

ଅର୍ଦ୍ଧନିର୍ମିତ ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଜମି ହରାଇଥିବା ଚାଷୀଙ୍କ ହୋହଲ୍ଲା

କେସିଙ୍ଗା, ୨୮।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିରା ଗ୍ରାମ ପଞ୍ଚାୟତର କୁର୍ଲୁପଡ଼ାଠାରେ ନିର୍ମାଣାଧୀନ ଏମ୍‌ଏସ୍‌ଏମ୍‌ଇ (MSME) ପାର୍କକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Iran US Conflict: ଆମେରିକା ଆକ୍ରମଣର ପ୍ରତିଶୋଧ ନେଲା ଇରାନ, କୁୱେତରୁ ବାହାରିନ ପର୍ଯ୍ୟନ୍ତ ଆମେରିକୀୟ ଘାଟି ଉପରେ କଲା କ୍ଷେପଣାସ୍ତ୍ର ମାଡ଼

ତେହରାନ,୨୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଭାଙ୍ଗିବାକୁ ବସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକୀୟ ସେନା ଦୁଇଥର ଇରାନ ସାମରିକ ପ୍ରତିଷ୍ଠାନ ଉପରେ ଆକ୍ରମଣ…

କରାଚୀରେ ବଡ଼ ଆତଙ୍କବାଦୀ ଆକ୍ରମଣ: ୬ ଆତଙ୍କବାଦୀଙ୍କ ସହ ୪ ରେଞ୍ଜର୍ସ ନିହତ

କରାଚୀ,୨୮।୬: ଶନିବାର ରାତିରେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ସିନ୍ଧ ରେଞ୍ଜର୍ସ ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲେ।…

ତେହରାନକୁ ଗମ୍ଭୀର ପରିଣାମ ଭୋଗିବାକୁ ଚେତାବନୀ ଦେଲେ ଟ୍ରମ୍ପ, କହିଲେ, ‘ଆମେରିକା ଏପର୍ଯ୍ୟନ୍ତ ସଂଯମତା ଅବଲମ୍ବନ କରିଛି..’

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଯଦି ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri