Posted inଖେଳ

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ: ୨୮ ଜଣିଆ ଭରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୪ା୧୧: ଫିଫା ବିଶ୍ୱକପ୍‌ କ୍ୱାଲିଫାୟର୍ସ ପାଇଁ ଭାରତୀୟ ଫୁଟ୍‌ବଲ ଟିମ୍‌ ମୁଖ୍ୟ କୋଚ୍‌ ଇଗୋର ଷ୍ଟିମାକ୍‌ ଶୁକ୍ରବାର ୨୮ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କରିଛନ୍ତି। ଏଥିରେ ସୁନୀଲ ଛେତ୍ରୀ, ଗୁରପ୍ରୀତ ସିଂ ସାନ୍ଧୁ ଓ ସନ୍ଦେଶ ଝିନ୍‌ଗାନ୍‌ଙ୍କ ସମେତ ଅଧିକାଂଶ ଟପ୍‌ ଖେଳାଳି ସ୍ଥାନ ପାଇଛନ୍ତି। ଫିଫା ବିଶ୍ୱକପ୍‌ ୨୦୨୬ ରାଉଣ୍ଡ-୨ର ପ୍ରଥମ ଦୁଇ ମ୍ୟାଚ ଏବଂ ଏଏଫ୍‌ସି ଏସିଆନ କପ୍‌ ସାଉଦିଆରବ ୨୦୨୭ ପ୍ରିଲିମିନାରି ଜଏଣ୍ଟ କ୍ୱାଲିଫିକେଶନ ପାଇଁ ଏହି ଦଳ ଘୋଷଣା କରାଯାଇଛି। ଗ୍ରୁପ୍‌ ‘ଏ’ରେ ବ୍ଲୁ ଟାଇଗର୍ସ ଦଳ ଏହାର ଓପନିଂ ମ୍ୟାଚ ନଭେମ୍ବର ୧୬ରେ କୁଏଟ ସିଟିରେ ଅବସ୍ଥିତ ଜାବର ଅଲ୍‌ ଅହମଦ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ କୁଏଟକୁ ଭେଟିବ। ଦଳ ପରେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରି ନଭେମ୍ବର ୨୧ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ କାତାର ସହ ମୁକାବିଲା କରିବ। କ୍ୱାଲିଫାୟର୍ସ ପୂର୍ବରୁ ଭାରତ ଏକ ପ୍ରସ୍ତୁତି କ୍ୟାମ୍ପ ପାଇଁ ନଭେମ୍ବର ୮ରେ ଦୁବାଇ ଗସ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ଅଭିଯୋଗ ଆଣି ଆଦିବାସୀ ନେତ୍ରୀଙ୍କ ଆତ୍ମହତ୍ୟା

ରାଞ୍ଚତ୍, ୭ା୧୧: ଆଦିବାସୀ ଅଧିକାର କର୍ମୀ ତଥା ନେତ୍ରୀ ନିଶା ଭଗତ ଶୁକ୍ରବାର ଝାଡ଼ଖଣ୍ଡ ସରକାରଙ୍କ ବିରୋଧରେ ଅଭିଯୋଗ ଆଣି ଫେସ୍‌ବୁକ୍‌ରେ ଲାଇଭ ଆସିବା ସମୟରେ ରାଞ୍ଚତ୍ସ୍ଥିତ…

ବାୟୁ ପ୍ରଦୂଷଣ ପାଇଁ ଗାଡ଼ି ଧୂଆଁ ମୁଖ୍ୟ କାରଣ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୭ା୧୧: ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ସଙ୍କଟ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଗାଡ଼ିମୋଟରରୁ ନିର୍ଗତ ଧୂଆଁକୁ ସର୍ବୋଚ୍ଚ ଅଦାଲତ ବାୟୁ ଗୁଣବତ୍ତା…

ସନ୍ନ୍ୟାସ ଘୋଷଣା କଲେ ମହମ୍ମଦ ଶାମି: ଭାରତୀୟ ଦଳକୁ ଫେରିବା ସ୍ବପ୍ନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଷ୍ଟାର୍‌ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର (ନଭେମ୍ବର ୬) ଶାମି ସୋସିଆଲ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?