ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା: ସିଂହଦ୍ୱାରରେ ଲାଗିଲା ତାଳଧ୍ୱଜ ରଥ

ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଗେ ଆଗେ ଆସି ସିଂହଦ୍ୱାରରେ ଲାଗିଛି ତାଳଧ୍ୱଜ ରଥ। ମଝିରେ ଆସୁଛନ୍ତି ଭଉଣୀ ସୁଭଦ୍ରା। ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ଘଣ୍ଟଘଣ୍ଟା ଧ୍ୱନୀରେ ପ୍ରକମ୍ପିତ ହୋଇ ପଡୁଛି ବଡ଼ଦାଣ୍ଡ। ଭାବବିହ୍ବଳ ହୋଇପଡିଛନ୍ତି ଭକ୍ତ।

ସୂଚନା ଯୋଗ୍ୟ, ଧାର୍ଯ୍ୟ ସମୟଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ହୋଇଥିଲା। ଅନ୍ୟପକ୍ଷେ ବାହୁଡ଼ା ଯାତ୍ରା ପାଇଁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ମୁତୟନ ହୋଇଛନ୍ତି ୨ଶହ ପ୍ଲାଟୁନ ପୋଲିସ ଫୋର୍ସ ସହ ଅଭିଜ୍ଞ ଅଫିସର । ଭୁବନେଶ୍ବରରୁ ପୁରୀ ପ୍ରବେଶ ପଥ ଯାଏ ଟ୍ରାଫିକ ଉପରେ ନଜର ରଖିଛି AI ଏବଂ ଡ୍ରୋନ କ୍ୟାମେରା।

ଟ୍ରାଫିକ ଡ୍ୟୁଟିରେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । ଏହାସହ କଣ୍ଟ୍ରୋଲରୁମରୁ ମଧ୍ୟ ମନିଟରିଂ ଚାଲିଛି। ଜଳ, ସ୍ଥଳ ଓ ଆକାଶମାର୍ଗ ସବୁଠି ରହିଛି କଡ଼ା ନଜର । ଅନ୍ୟପକ୍ଷେ ବଡ଼ଦାଣ୍ଡ ଲୋକାରଣ୍ୟ ରହିଥିବା ବେଳେ ପୂର୍ବରୁ ଘଟିଥିବା ଅଘଟଣ ଯେପରି ପୁନରାବୃତ୍ତି ନ ହୁଏ ସେଥିପାଇଁ ପୋଲିସ ପ୍ରଶାସନ ସଜାଗ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri