ସୋମବାର ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ବରଗଡ଼,୧୪।୦୧: ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସୋମବାରଠୁ ଆରମ୍ଭ ହେବ । ପୌରାଣିକ କଥାବସ୍ତୁ ଉପରେ ଆଧାରିତ ମୁକ୍ତାକାଶ ରଙ୍ଗ ମଞ୍ଚର ଧନୁଯାତ୍ରାକୁ ନେଇ ବରଗଡ଼ ବିଶ୍ୱ ପ୍ରସିଦ୍ଧ । ଏନେଇ ପସ୍ତୁତି ଚୂଡାନ୍ତ ପଯ୍ୟାୟରେ ପହଞ୍ଚିଛି। ମଞ୍ଚ ସଜ୍ଜା ଶେଷ ହୋଇଥିବା ବେଳେ ହାତୀ,ଘୋଡା, ଓଟ ପହଞ୍ଚି ସାରିଛନ୍ତି । କଳାକାର ଅଭିନୟ ପାଇଁ ପ୍ରସ୍ତୁତ ରହିଛନ୍ତି। ଏକ ପ୍ରକାର ଧନୁଯାତ୍ରାକୁ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri