Posted inଫୁରସତ

ଦିବ୍ୟାଙ୍ଗଙ୍କୁ ଉପେକ୍ଷା କରିବା ପାପ

ପ୍ରତିବର୍ଷ ୩ ଡିସେମ୍ବରରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଅକ୍ଷମତା ସହ ଜଡିତ ସମସ୍ୟାଗୁଡିକ ଉପରେ ସଚେତନତା ସୃଷ୍ଟି କରିବା ଏବଂ ସମାଜରେ ଦିବ୍ୟାଙ୍ଗଙ୍କ ଅଧିକାର ତଥା ସମାନ ସୁଯୋଗ ତଥା ସେମାନଙ୍କ କଲ୍ୟାଣ ପାଇଁ ଆବଶ୍ୟକ ତଥା ଠୋସ ପଦକ୍ଷେପ ଗ୍ରହଣ କରିବା ଏବଂ ସେମାନଙ୍କ ଜୀବନରେ ଚାଲିଥିବା ନିରାଶାକୁ ଦୂର କରିବା।

ଅକ୍ଷମତା ହେଉଛି ଏକ ଅବସ୍ଥା, ଯେଉଁଥିରେ ଜଣେ ବ୍ୟକ୍ତିର ଶାରୀରିକ, ମାନସିକ ପ୍ରଭାବିତ ହୋଇଥାଏ। ଏହା ଜୀବନର ବିଭିନ୍ନ ଦିଗରେ ଶାରୀରିକ କାର୍ଯ୍ୟକଳାପ, ଚିନ୍ତାଧାରା, ଯୋଗାଯୋଗ କିମ୍ବା ସାମାଜିକ ସମ୍ପର୍କ ସହିତ ସମସ୍ୟା ସୃଷ୍ଟି କରିଥାଏ। ଜନ୍ମଗତ, ଦୁର୍ଘଟଣା, ରୋଗ କିମ୍ବା ଅନ୍ୟାନ୍ୟ କାରଣରୁ ଅକ୍ଷମତା ବିକାଶ ହୋଇପାରେ।

ମିଳିତ ଜାତିସଂଘ ଦ୍ୱାରା ୧୯୯୨ରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ଆରମ୍ଭ ହୋଇଥିଲା। ଦିବ୍ୟାଙ୍ଗଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ଅନ୍ତର୍ଜାତୀୟ ଦିବସ ଆୟୋଜନ କରିବାକୁ ମିଳିତ ଜାତିସଂଘ ପଦକ୍ଷେପ ନେଇଥିଲା। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଦିବ୍ୟାଙ୍ଗଙ୍କୁ ସମାନ ଅଧିକାର ସହିତ, ସେମାନଙ୍କର ଶିକ୍ଷା, ରୋଜଗାର, ସ୍ବାସ୍ଥ୍ୟ ଏବଂ ସାମାଜିକ ଅନ୍ତର୍ଭୂକ୍ତିର ପ୍ରତିବଦ୍ଧତାକୁ ପ୍ରୋତ୍ସାହିତ କରିବା। ଏହାକୁ ପ୍ରଭାବଶାଳୀ କରିବା ପାଇଁ, ପ୍ରତିବର୍ଷ ଏକ ଥିମ୍‌ ନିଶ୍ଚିତ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା। ଚଳିତବର୍ଷରର ଥିମ୍‌ ହେଉଛି ଦିବ୍ୟାଙ୍ଗଙ୍କ ପାଇଁ ସାମାଜିକ ଅନ୍ତର୍ଭୂକ୍ତିକୁ ସୁନିଶ୍ଚିତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri