Posted inଫୁରସତ

ଦିବ୍ୟାଙ୍ଗଙ୍କୁ ଉପେକ୍ଷା କରିବା ପାପ

ପ୍ରତିବର୍ଷ ୩ ଡିସେମ୍ବରରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଅକ୍ଷମତା ସହ ଜଡିତ ସମସ୍ୟାଗୁଡିକ ଉପରେ ସଚେତନତା ସୃଷ୍ଟି କରିବା ଏବଂ ସମାଜରେ ଦିବ୍ୟାଙ୍ଗଙ୍କ ଅଧିକାର ତଥା ସମାନ ସୁଯୋଗ ତଥା ସେମାନଙ୍କ କଲ୍ୟାଣ ପାଇଁ ଆବଶ୍ୟକ ତଥା ଠୋସ ପଦକ୍ଷେପ ଗ୍ରହଣ କରିବା ଏବଂ ସେମାନଙ୍କ ଜୀବନରେ ଚାଲିଥିବା ନିରାଶାକୁ ଦୂର କରିବା।

ଅକ୍ଷମତା ହେଉଛି ଏକ ଅବସ୍ଥା, ଯେଉଁଥିରେ ଜଣେ ବ୍ୟକ୍ତିର ଶାରୀରିକ, ମାନସିକ ପ୍ରଭାବିତ ହୋଇଥାଏ। ଏହା ଜୀବନର ବିଭିନ୍ନ ଦିଗରେ ଶାରୀରିକ କାର୍ଯ୍ୟକଳାପ, ଚିନ୍ତାଧାରା, ଯୋଗାଯୋଗ କିମ୍ବା ସାମାଜିକ ସମ୍ପର୍କ ସହିତ ସମସ୍ୟା ସୃଷ୍ଟି କରିଥାଏ। ଜନ୍ମଗତ, ଦୁର୍ଘଟଣା, ରୋଗ କିମ୍ବା ଅନ୍ୟାନ୍ୟ କାରଣରୁ ଅକ୍ଷମତା ବିକାଶ ହୋଇପାରେ।

ମିଳିତ ଜାତିସଂଘ ଦ୍ୱାରା ୧୯୯୨ରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ଆରମ୍ଭ ହୋଇଥିଲା। ଦିବ୍ୟାଙ୍ଗଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ଅନ୍ତର୍ଜାତୀୟ ଦିବସ ଆୟୋଜନ କରିବାକୁ ମିଳିତ ଜାତିସଂଘ ପଦକ୍ଷେପ ନେଇଥିଲା। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ଦିବ୍ୟାଙ୍ଗଙ୍କୁ ସମାନ ଅଧିକାର ସହିତ, ସେମାନଙ୍କର ଶିକ୍ଷା, ରୋଜଗାର, ସ୍ବାସ୍ଥ୍ୟ ଏବଂ ସାମାଜିକ ଅନ୍ତର୍ଭୂକ୍ତିର ପ୍ରତିବଦ୍ଧତାକୁ ପ୍ରୋତ୍ସାହିତ କରିବା। ଏହାକୁ ପ୍ରଭାବଶାଳୀ କରିବା ପାଇଁ, ପ୍ରତିବର୍ଷ ଏକ ଥିମ୍‌ ନିଶ୍ଚିତ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା। ଚଳିତବର୍ଷରର ଥିମ୍‌ ହେଉଛି ଦିବ୍ୟାଙ୍ଗଙ୍କ ପାଇଁ ସାମାଜିକ ଅନ୍ତର୍ଭୂକ୍ତିକୁ ସୁନିଶ୍ଚିତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri