ଭାରତକୁୁ ଶୁଭେଚ୍ଛା ଜଣାଇଲା ବିଶ୍ୱସ୍ବାସ୍ଥ୍ୟ ସଂଗଠନ

ଜେନେଭା,୩।୧: ଭାରତରେ କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଟିକାର ସାର୍ବଜନୀକ ବ୍ୟବହାର ପାଇଁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଭାରତକୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। କରୋନା ଲଢ଼େଇରେ ଭାରତ ଗ୍ରହଣ କରିଥିବା ପଦକ୍ଷେପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସ୍ବାଗତ ଜଣାଇଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନର ଦକ୍ଷିଣ ପୂର୍ବ ଏସିଆର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପୁନମ୍‌ କ୍ଷେତ୍ରପାଳ ସିଂ କହିଛନ୍ତି ଯେ,କରୋନା ଲଢ଼େଇରେ ଭାରତ ବେଶ୍‌ ଭଲ ପ୍ରଦର୍ଶନ କରିଛି। ଭାରତ ସରକାର ଠିକ ସମୟରେ ଉପଯୁକ୍ତ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନ ପ୍ରଶାସନରେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁରୁ ଦାୟିତ୍ୱ

ଓ୍ବାଶିଂଟନ୍‌, ୧୭ା୩: ଭାରତୀୟ ବଂଶୋଦ୍ଭବ ଡା. ଆଶିଷ ଝାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ହ୍ବାଇଟ୍‌ ହାଉସ୍‌ର କୋଭିଡ୍‌ ରେସ୍‌ପନ୍ସ କୋଅର୍ଡିନେଟର ଭାବେ ନିଯୁକ୍ତି ଦେଇଛନ୍ତି।...

୪,୮୦୦ରୁ ଅଧିକ ଆଇସ୍‌ କ୍ରିମ୍‌ ବାକ୍ସରେ କରୋନା ଭୂତାଣୁ

ବେଜିଂ,୧୬।୧: କରୋନା ସଂକ୍ରମଣ ନେଇ ଚାଇନାରେ ପୁଣି ଆତଙ୍କ ଦେଖାଦେଇଛି। ଏଠାରେ ୪,୮୩୬ ଆଇସ୍‌ କ୍ରିମ୍‌ ବାକ୍ସ୍‌ରେ କରୋନା ଭୂତାଣୁ ରହିଥିବା ସ୍ବାସ୍ଥ୍ୟ ଅଧିକାରୀମାନେ ସୂଚନା...

ଲକ୍ଷଣ ନ ଥିବା ବ୍ୟକ୍ତିଙ୍କର ବି ହେବ କରୋନା ଟେଷ୍ଟ: ଟ୍ରମ୍ପ ସରକାର

ୱାଶିଂଟନ,୧୯ ।୯: ବିଶ୍ୱରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆମେରିକା ଏହି କ୍ଷେତ୍ରରେ ଏବେବି ସବୁଠାରୁ ଆଗରେ ରହିଛି । ଏହାକୁ...

ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କଲେ କିମ୍‌ ଜୋଙ୍ଗ୍‌

ପୋୟାଙ୍ଗ୍‌ୟଙ୍ଗ, ୧୧।୧୦: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରିଛନ୍ତି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କିମ୍‌ ଏଭଳି କରିଛନ୍ତି।...

ବାଇଡେନ୍‌ଙ୍କ ପ୍ରଶାସନରେ ମୁଖ୍ୟ ଭୂମିକା ଗ୍ରହଣ କରିବେ ୨୦ ଭାରତୀୟ ବଂଶୋଦ୍ଭବ

ଓ୍ବାଶିଂଟନ,୧୭।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଜାନୁୟାରୀ ୨୦ରେ ଶପଥ ନେବେ। ବାଇଡେନଙ୍କ ପ୍ରଶାସନରେ ମୁଖ୍ୟ ଭୂମିକା ଗ୍ରହଣ କରିବା ଲାଗି...

‘ରେଳ ଷ୍ଟେଶନରେ ଥିଲା ବେଳେ ଶାନ୍ତି ବଜାୟ ରଖନ୍ତୁ’

ନୂଆଦିଲ୍ଲୀ,୨୮।୨: ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ୟୁକ୍ରେନ ସ୍ବତନ୍ତ୍ରୀ ଉଦ୍ଧାରକାରୀ ଟ୍ରେନ ବ୍ୟବସ୍ଥା କରିଛି। ଦେଶର ପଶ୍ଚିମାଞ୍ଚଳକୁ ଯିବା ପାଇଁ ସମସ୍ତ ଛାତ୍ରୀଛାତ୍ରଙ୍କୁ କ୍ୱିଭସ୍ଥିତ ରେଳ ଷ୍ଟେଶନରେ...

ୟୁକ୍ରେନର ଚିନ୍ତା ବଢାଉଛି ଜୀବନ୍ତ ବୋମା, ନଷ୍ଟ ହେବାକୁ ଲାଗିବ ବର୍ଷ ବର୍ଷ

କ୍ୱିଭ,୧୯ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ସାରା ବିଶ୍ୱକୁ ଅଡୁଆରେ ପକାଇ ଦେଇଥିବା ବେଳେ ଏବେ ଚିନ୍ତା ହେଲାଣି ଯୁଦ୍ଧ ପରର ପରିସ୍ଥିତିକୁ ନେଇ ।...

ଭାରତୀୟ ବଂଶୋଦ୍ଭବ ଅଞ୍ଜଳିଙ୍କୁ ମଳିଲା ଗୁରୁଦାୟିତ୍ୱ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତୀୟ ବଂଶୋଦ୍ଭବ ଆଇନ ବିଶେଷଜ୍ଞ ଅଞ୍ଜଳି ଚତୁର୍ବେଦୀଙ୍କୁ ବରିଷ୍ଠ ବ୍ୟାପାର ବିଭାଗ ଜେନେରାଲ କାଉନ୍‌ସଲ୍‌ ଭାବେ ମନୋନୀତ କରିଛନ୍ତି।...

Advertisement
Archives

Model This Week