ଅଲ-ଶିଫା ହସ୍ପିଟାଲକୁ ଡେଥ୍‌ ଜୋନ ଘୋଷଣା କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୧୯।୧୧ : ଇସ୍ରାଏଲ-ହାମାସ ଯୁଦ୍ଧର ଦେଢ଼ମାସରୁ ଅଧିକ ସମୟ ବିତିଗଲାଣି। ଏହି ସମୟରେ ଜାତିସଂଘ ସମେତ ବିଶ୍ୱର ଅନେକ ଦେଶ ଇସ୍ରାଏଲକୁ ଯୁଦ୍ଧ ବନ୍ଦ କରିବାକୁ ନିବେଦନ କରିଛନ୍ତି। ଏହି ସମୟରେ, ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଗାଜାର ଅଲ-ଶିଫା ହସ୍ପିଟାଲକୁ ଏକ ଡେଥ୍‌ ଜୋନ ବୋଲି ଘୋଷଣା କରିଛି। ଶନିବାର ଶତାଧିକ ରୋଗୀ ହସ୍ପିଟାଲରୁ ସ୍ଥାନାନ୍ତର ହୋଇଥିଲେ। ତଥାପି ହସ୍ପିଟାଲରେ ୨୫ଜଣ କର୍ମଚାରୀ, ୨୯୧ ରୋଗୀ ଏବଂ ୩୨ ନବଜାତ ଶିଶୁ ଅଛନ୍ତି।

ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ବନ୍ଧକମାନଙ୍କୁ ମୁକ୍ତ କରିବା ପାଇଁ ଆମେରିକା ଶୀଘ୍ର ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚୁକ୍ତି କରିପାରେ। ରିପୋର୍ଟ ଅନୁଯାୟୀ, କତାର ମଧ୍ୟ ଏଥିରେ ଏକ ପ୍ରଭାବଶାଳୀ ଭୂମିକା ଗ୍ରହଣ କରୁଛି। ଚୁକ୍ତିନାମା ଅନୁଯାୟୀ, ବନ୍ଧକମାନଙ୍କୁ ମୁକ୍ତ କରିବା ବଦଳରେ ୫ ଦିନର ଅସ୍ତ୍ରବିରତି ହୋଇପାରେ। ତେବେ ହ୍ବାଇଟ ହାଉସର ମୁଖପାତ୍ର ଖବରକାଗଜ ରିପୋର୍ଟକୁ ଅସ୍ବୀକାର କରି କହିଛନ୍ତି ବର୍ତ୍ତମାନ ସୁଦ୍ଧା ଏଭଳି ଡିଲ କରାଯାଇ ନାହିଁ।

ଇସ୍ରାଏଲର ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଶନିବାର ଏକ ସାକ୍ଷାତକାରରେ କହିଛନ୍ତି ଗାଜାରେ ଏବଂ ବାହାରେ ଉପସ୍ଥିତ ହମାସର ସମସ୍ତ ଲୋକ ଆମ ପାଇଁ ଜୀବନ୍ତ ଶବ ଅଟନ୍ତି। ଅନ୍ତର୍ଜାତୀୟ ସମ୍ପ୍ରଦାୟରୁ ଆମ ଉପରେ କ୍ରମାଗତ ଚାପ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri