ମଙ୍କିପକ୍ସର ନାମ ବଦଳାଇଲା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ

ଜେନେଭା,୨୯ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ସୋମବାର କହିଛନ୍ତି କି ଏବେ ମଙ୍କିପକ୍ସକୁ ଏମପକ୍ସ ଭାବେ ନାମିତ କରାଯାଇଛି । ସାରା ବିଶ୍ୱର ବିଶେଷଜ୍ଞଙ୍କ ସହ ବିଚାର ବିମର୍ଷ ପରେ ଏହି ନିର୍ଣ୍ଣୟ ନିଆଯାଇଛି ।ତେବେ ଉଭୟ ନାମକୁ ଏକ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ । ଏହାପରେ ମଙ୍କିପକ୍ସ ନାମରେ ସମ୍ପୁର୍ଣ୍ଣ ଭାବେ ବିରାମ ଲାଗିବ ।
ମିଳିତ ଜାତିସଂଘ ସ୍ୱାସ୍ଥ୍ୟ ଏଜେନ୍ସି କହିଛି ଯେ, ସାରା ବିଶ୍ୱରେ ମହାମାରୀ ଆରମ୍ଭ ହେବା ସମୟରେ ନାମ ପରିବର୍ତ୍ତନ ହେତୁ ସୃଷ୍ଟି ହେଉଥିବା ଦ୍ୱନ୍ଦ୍ୱକୁ ଦୂର କରିବାରେ ସାହାଯ୍ୟ କରିବ । ଏମପକ୍ସ ଏକ ବିରଳ ଭାଇରାଲ ରୋଗ । କେନ୍ଦ୍ରୀୟ ଓ ପଶ୍ଚିମ ଆଫ୍ରିକାର ବର୍ଷା ହେଉଥିବା ଜଙ୍ଗଲିଆ ଅଞ୍ଚଳରେ ଏହାର ସଂକ୍ରମଣ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri