Posted inଫୁରସତ

ଶ୍ରବଣଶକ୍ତିର ଯତ୍ନକୁ ବାସ୍ତବତାରେ ପରିଣତ କରିବା

ଶ୍ରବଣଶକ୍ତି ପ୍ରଭାବିତ ହେଲେ ଜଣେ ପିଲାର ଭବିଷ୍ୟତ ଅନେକାଂଶରେ ପ୍ରଭାବିତ ହୋଇଥାଏ। ଏବେ ଏଭଳି ସମସ୍ୟା ଦୂର କରିବା ପାଇଁ ଆର୍ଟିଫିସିଆଲ ଶ୍ରବଣ ଯନ୍ତ୍ରର ସହାୟତା ନିଆଯାଉଛି। ଏ ବିଷୟରେ ପିଲାଟିର ଜନ୍ମ ସମୟରୁ ସଚେତନ ହେବାକୁ ପଡ଼ିଥାଏ। ଜନ୍ମ ପରେ ପିଲାଟି ଠିକ୍‌ ଭାବରେ ଶୁଣିପାରୁଛି କି ନାହିଁ ତାହାକୁ ଶିଶୁରୋଗ ବିଶେଷଜ୍ଞମାନେ ପରୀକ୍ଷା କରାଇ ନିଅନ୍ତି। ଯଦି କିଛି ସମସ୍ୟା ଥାଏ, ତେବେ ତାହାର ଉପଚାର ପାଇଁ ସେମାନେ ଉଚିତ ପରାମର୍ଶ ଦେଇଥାଆନ୍ତି। ଶ୍ରବଣ ଶକ୍ତି ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୩ ତାରିଖକୁ ବିଶ୍ୱ ଶ୍ରବଣ ଦିବସ ଭାବରେ ପାଳନ କରାଯାଇଆସୁଅଛି। ଏହି ଦିବସ ଅବସରରେ ଉଭୟ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ଚଳିତ ବର୍ଷ ଏହି ଦିବସର ଥିମ୍‌ ରହିଛି- ‘ମନ ସ୍ଥିର ରଖିବା, କାନ ଏବଂ ଶ୍ରବଣ ଶକ୍ତିର ଯତ୍ନକୁ ବାସ୍ତବତାରେ ପରିଣତ କରିବା’। ୨୦୦୭ରେ ଏହାକୁ ପ୍ରଥମେ ‘କାନ ଯତ୍ନ ଦିବସ’ ଭାବରେ ପାଳନ କରାଯାଉଥିଲା। କିନ୍ତୁ ୨୦୧୬ ଠାରୁ ଏହାର ନାମକୁ ପରିବର୍ତ୍ତନ କରାଯାଇ ‘ବିଶ୍ୱ ଶ୍ରବଣ ଦିବସ’ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ବିନା ଖାଇବା-ପିଇବାରେ କେତେଦିନ ବଞ୍ଚିପାରିବ ମଣିଷ? ଜାଣନ୍ତୁ ହ୍ୟୁମାନ ବଡ଼ିର କାପାସିଟି…

ମଣିଷ ଶରୀର ଆଶ୍ଚର୍ଯ୍ୟଜନକ ଭାବରେ ସ୍ଥିର, କିନ୍ତୁ ଏହାର କିଛି ବାୟୋଲଜିକାଲ ସୀମା ମଧ୍ୟ ଅଛି। ଖାଦ୍ୟ ଏବଂ ପାଣି ବିନା ବଞ୍ଚିବା ଶରୀର ମସ୍ତିଷ୍କ, ହୃଦୟ…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ନରମ ଶେଯ ବଦଳରେ ଦ୍ୱାର ମୁହଁରେ କାହିଁକି ଶୁଏ କୁକୁର? କାରଣ ଜାଣିଲେ ତାଜୁବ ହେବେ

ଯଦି ଆପଣଙ୍କର କୁକୁର ଅଛି, ତେବେ ଆପଣ ହୁଏତ ଏକ ଅଜବ ଅଭ୍ୟାସ ଲକ୍ଷ୍ୟ କରିଥିବେ। ଅନେକ ସମୟରେ, ଆରାମଦାୟକ ବିଛଣା, ସୋଫା କିମ୍ୱା ଘରର ଶାନ୍ତ…

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Video: ଷ୍ଟେଜ ଉପରେ ଏମିତି ରୋମାନ୍ସ କଲେ କପଲ, ଦୌଡି ଆସିଲେ ପଣ୍ଡିତ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୩୦।୧: ସୋସିଆଲ ମିଡିଆରେ ପ୍ରାୟତଃ ବିବାହ ଭିଡିଓ ଭାଇରାଲ ହୁଏ, କିନ୍ତୁ ଏଥର ଏକ ବିବାହ ଭିଡିଓ ବିତର୍କ ସୃଷ୍ଟି କରିଛି। ଏକ ଭାଇରାଲ ଭିଡିଓରେ, ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri