କେଏଚ୍‌ଏଲ୍‌ ପକ୍ଷରୁ ବିଶ୍ୱ ହେପାଟାଇଟିସ୍‌ ଦିବସ

ଭୁବନେଶ୍ୱର,୨୯।୭: ରାଜ୍ୟ ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ (କେଏଚ୍‌ଏଲ୍‌) ପକ୍ଷରୁ ବିଶ୍ୱ ହେପାଟାଇଟିସ୍‌ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଚେତନତା ପଦଯାତ୍ରାର ଆୟୋଜନ କରାଯାଇଥିଲା। ଉକ୍ତ ପଦଯାତ୍ରାରେ ବହୁ ସଂଖ୍ୟାର ଲୋକ ଉସତ୍ାହର ସହ ସାମିଲ ହୋଇଥିଲେ। ଏପରିକି ପଦଯାତ୍ରାରେ ସାମିଲ ସବୁ ବର୍ଗର ଅଂଶଗ୍ରହଣକାରୀ ହାତରେ ପ୍ଲାକାର୍ଡ ଓ ବ୍ୟାନର୍‌ ଧରି ହେପାଟାଇଟିସ୍‌ ଭଳି ମାରାମତ୍କ ରୋଗରୁ ଦୂରେଇ ରହିବା ପାଇଁ ସଚେତନାମତ୍କ ସ୍ଲୋଗାନ ଦେଇଥିଲେ। ବିଶେଷକରି କେଏଚ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶିକା ନିଲାଞ୍ଜନା ମୁଖାର୍ଜୀଙ୍କ ନେତୃତ୍ୱରେ ପଦଯାତ୍ରା ଆରମ୍ଭ ହୋଇଥିଲାବେଳେ କେଏଚ୍‌ଏଲ୍‌ର ମୁଖ୍ୟ ପରିଚାଳକ ଦେବୀପ୍ରସାଦ ନନ୍ଦ, ଏମ୍‌ଏସ୍‌ ଡା. ପି.କେ. ମିଶ୍ରଙ୍କ ସମେତ ବରିଷ୍ଠ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଡା. ଅନନ୍ତ ଅଗସ୍ତି ଏବଂ ଡା.ଦେବକାନ୍ତ ମିଶ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ସେ କହିଛନ୍ତି, ହେପାଟାଇଟିସ୍‌ ଏକ ଭୟଙ୍କର ରୋଗ, ଯାହାର କିଛି ଲକ୍ଷଣ ହେଉଛି ଅସ୍ବାସ୍ଥ୍ୟକର ପାଣି ପିଇବା, ନିମ୍ନମାନର ଖାଦ୍ୟ ଏବଂ ସ୍କିନିଂ ନ ଥିବା ରକ୍ତର ବ୍ୟବହାର ଇତ୍ୟାଦି।
ଚଳିତ ବର୍ଷର ବିଷୟବସ୍ତୁ ହେଉଛି ‘ଆମେ ଅପେକ୍ଷା କରୁନାହୁୁଁ, ଗୋଟିଏ ଜୀବନ, ଗୋଟିଏ ଯକୃତ’ ବିଶ୍ୱ ସ୍ବାସ୍ଥ୍ୟ ଦିବସର ଆହ୍ବାନ ବର୍ତ୍ତମାନ ଭାଇରାଲ୍‌ ହେପାଟାଇଟିସର ନିରାକରଣ ପ୍ରୟାସକୁ ତ୍ୱରାନ୍ବିତ କରିବା ଏବଂ ଏହାର ଆବଶ୍ୟକତା ଥିବା ଯକୃତ ଲୋକଙ୍କ ପାଇଁ ପରୀକ୍ଷା ଏବଂ ଚିକିସତ୍ାର ଜରୁରୀ ଆବଶ୍ୟକତାକୁ ତ୍ୱରାନ୍ବିତ କରିବା ଏହି ଅଭିଯାନରେ ବିଭିନ୍ନ ପ୍ରକାର ହେପାଟାଇଟିସ୍‌ ସମ୍ପର୍କରେ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri