Posted inଫୁରସତ

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ କରାଯାଏ। ୧୯୮୮ରୁ ଏହି ଦିବସ ପାଳନ କରାଯାଉଛି। ଏହାକୁ ବିଶ୍ୱ ଦୟା କିମ୍ବା ସହୃଦୟତା ଆନ୍ଦୋଳନର ଏକ ଅଂଶ ବୋଲି କୁହାଯାଏ। ତେବେ ଏହି ବର୍ଷର ଥିମ୍‌ ରହିଛି ସହୃଦୟତା ଶିଖାଇବା। ପିଲାଠାରୁ ବୁଢାଯାଏ ସଭିଙ୍କୁ ଦୟାଶୀଳ ଓ ସହୃଦୟତା ଦେଖାଇବା ଏହି ଦିବସର ମୂଳ ଲକ୍ଷ୍ୟ।
ଦୟା ଦିବସକୁ ଆନୁଷ୍ଠାନିକ ଭାବେ ମାନ୍ୟତା ଦେବା ପାଇଁ ମିଳିତ ଜାତିସଂଘର ସଦସ୍ୟ ରାଷ୍ଟ୍ରମାନେ ସର୍ବସମ୍ମତି କ୍ରମେ ସମର୍ଥନ ଘୋଷଣାନାମା ସ୍ବାକ୍ଷର କରିଥିଲେ। ୧୯୯୮ରେ ଏନଜିଓଗୁଡିକର ମିଳିତ ମଞ୍ଚ ବିଶ୍ୱ ଦୟା ଅଭିଯାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। ପ୍ରଥମେ କାନାଡା, ଅଷ୍ଟ୍ରେଲିଆ, ନାଇଜେରିଆ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସମେତ ଅନେକ ଦେଶରେ ଏହା ପାଳନ କରାଯାଇଥିଲା। ସେବେଠାରୁ ଦୟା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୧୩ରେ ବିଶ୍ୱ ଦୟା ଦିବସ ପାଳନ କରାଯାଏ। ଭାରତ ସହିତ ଏହା ଆମେରିକା, କାନାଡା, ଜାପାନ, ଅଷ୍ଟ୍ରେଲିଆ, ୟୁଏଇ ଇତ୍ୟାଦି ଅନ୍ୟାନ୍ୟ ଦେଶରେ ମଧ୍ୟ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri