Posted inଫୁରସତ

ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ଦୟା ସମାଜରେ ଭଲ କାର୍ଯ୍ୟକୁ ଆଲୋକିତ କରିବା ସହ ସକାରାତ୍ମକ ଶକ୍ତି ସହିତ ସଭିଙ୍କୁ ଏକତା ସୂତ୍ରରେ ବାନ୍ଧିଥାଏ। ଦୟା ହେଉଛି ମାନବ ମଧ୍ୟରେ ଥିବା ଏକ ଏଭଳି ଗୁଣ; ଯାହା ଜାତି, ଧର୍ମ, ରାଜନୀତି, ଲିଙ୍ଗ ଏବଂ ଅବସ୍ଥାନର ବିଭାଜନକୁ ଦୂର କରିଥାଏ। ଦୟା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୧୩ରେ ବିଶ୍ୱ ଦୟା ଦିବସ ପାଳନ କରାଯାଇଥାଏ।

ଦୟା ଦିବସକୁ ଆନୁଷ୍ଠାନିକ ଭାବେ ମାନ୍ୟତା ଦେବା ପାଇଁ ମିଳିତ ଜାତିସଂଘର ସଦସ୍ୟ ରାଷ୍ଟ୍ରମାନେ ସର୍ବସମ୍ମତି କ୍ରମେ ସମର୍ଥନ ଘୋଷଣାନାମା ସ୍ବାକ୍ଷର କରିଥିଲେ। ୧୯୯୮ରେ ଏନଜିଓଗୁଡ଼ିକର ମିଳିତ ମଞ୍ଚ ବିଶ୍ୱ ଦୟା ଅଭିଯାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଥିଲେ। କାନାଡା, ଅଷ୍ଟ୍ରେଲିଆ, ନାଇଜେରିଆ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ସମେତ ଅନେକ ଦେଶରେ ଏହା ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri