ଖାଦ୍ୟ ସୁରକ୍ଷାର ସମାଧାନ ଉପରେ ଗୁରୁତ୍ୱାରୋପ କଲେ ବିଶ୍ୱ ନେତା…

ନ୍ୟୁୟର୍କ,୨୨।୯ : ୟୁରୋପ, ଆମେରିକା ଏବଂ ଆଫ୍ରିକାର ଅନେକ ନେତା ରୁଷିଆ-ୟୁକ୍ରେନ ଯୁଦ୍ଧ ଏବଂ ଜଳବାୟୁ ପରିବର୍ତ୍ତନ ଯୋଗୁଁ ବୃଦ୍ଧି ପାଉଥିବା ବିଶ୍ୱ ଖାଦ୍ୟ ସଙ୍କଟର ସମାଧାନ ପାଇଁ ଆହ୍ବାନ ଦେଇଛନ୍ତି। ସେମାନେ କହିଛନ୍ତି, ଖାଦ୍ୟ ସୁରକ୍ଷା ସମ୍ପର୍କରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ଏବଂ ପାଣ୍ଠି ଯୋଗାଣର ଆବଶ୍ୟକତା ଉପରେ କାର୍ଯ୍ୟ ପଦକ୍ଷେପ ଗ୍ରହଣ ଜରୁରୀ।

ଆଗାମୀ ଦିନରେ ପରିସ୍ଥିତି ଆହୁରି ଖରାପ ହୋଇପାରେ ବୋଲି ଏହି ନେତାମାନେ ଚେତାବନୀ ଦେଇଛନ୍ତି। ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ)ରେ ଗ୍ଲୋବାଲ ଫୁଡ ସିକ୍ୟୁରିଟି ସମ୍ମିଳନୀରେ ୟୁରୋପ, ଆମେରିକା ଏବଂ ଆଫ୍ରିକାର ଅନେକ ନେତା ୟୁକ୍ରେନ ଯୁଦ୍ଧକୁ ବନ୍ଦ କରିବାକୁ ଆହ୍ବାନ କରି ଏହାକୁ ଅନାବଶ୍ୟକ ଆକ୍ରୋଶ ବୋଲି କହିଛନ୍ତି। ]

ୟୁକ୍ରେନର ଶସ୍ୟ ରପ୍ତାନିରେ ବାଧା ସୃଷ୍ଟି କରି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୃଥିବୀକୁ ଭୋକ ଉପାସରେ ବ୍ଲାକମେଲ କରିଥିବା ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାନେଜ ଅଭିଯୋଗ କରିଛନ୍ତି। ଗତ ସପ୍ତାହରେ ଜାତିସଂଘର ଖାଦ୍ୟ ମୁଖ୍ୟ ଚେତାବନୀ ଦେଇଛନ୍ତି ଯେ ବିଶ୍ୱ ଏକ ଜରୁରୀକାଳୀନ ପରିସ୍ଥିତିର ସମ୍ମୁଖୀନ ହୋଇଛି। ପୃଥିବୀର ପ୍ରାୟ ୩୪.୫ କୋଟି ଲୋକ ଅନାହାରର ସମ୍ମୁଖୀନ ହେଉଛନ୍ତି । ୟୁକ୍ରେନ ଯୁଦ୍ଧ ଯୋଗୁ ୭୦ କୋଟି ଲୋକ ଅନାହାରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?