Posted inଫୁରସତ

ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ

ପୃଥିବୀର ସୁରକ୍ଷା ପାଇଁ ପ୍ରକୃତିର ସଂରକ୍ଷଣ ଜରୁରୀ। ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜୁଲାଇ ୨୮ରେ ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ପାଳନ କରାଯାଇଥାଏ। ଏହି ଦିନ ପାଳନ କରିବା ପଛରେ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପୃଥିବୀର ପ୍ରାକୃତିକ ପରିବେଶରୁ ବିଲୁପ୍ତ ହେବାକୁ ଯାଉଥିବା ଗଛ ଏବଂ ପ୍ରାଣୀମାନଙ୍କୁ ସଂରକ୍ଷଣ କରିବା। ଏକ ସୁସ୍ଥ ପରିବେଶ ଏକ ସ୍ଥିର ଏବଂ ଉତ୍ପାଦନକାରୀ ସମାଜର ମୂଳଦୁଆ। ଏହି ଦିନ ବର୍ତ୍ତମାନ ଏବଂ ଭବିଷ୍ୟତ ପିଢ଼଼ିର ସୁସ୍ଥତାକୁ ମଧ୍ୟ ସୁନିଶ୍ଚିତ କରିଥାଏ। ପ୍ରକୃତି କିପରି ସଂରକ୍ଷିତ ହୋଇପାରିବ କିମ୍ବା ଆମେ କିପରି ଆମର ପ୍ରକୃତିର ସୁରକ୍ଷା କରିପାରିବା ସେନେଇ ଏହି ଦିବସ ପାଳନ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।
ନଷ୍ଟ କରିବା, ବେଆଇନ ବନ୍ୟଜନ୍ତୁ ଶିକାର ଏବଂ ଚୋରାଚାଲାଣ, ପ୍ରଦୂଷଣ, ପ୍ଲାଷ୍ଟିକ୍‌, ରାସାୟନିକ ପଦାର୍ଥ ବ୍ୟବହାର ଦ୍ୱାରା ପ୍ରକୃତି ପାଇଁ ବିଭିନ୍ନ ବିପଦ ସୃଷ୍ଟି ହେଉଛି। ଜଳ, ବାୟୁ, ମୃତ୍ତିକା, ଖଣିଜ ପଦାର୍ଥ, ଗଛ, ପ୍ରାଣୀ, ଖାଦ୍ୟ ଇତ୍ୟାଦି ବଞ୍ଚିବା ପାଇଁ ପୃଥିବୀ ମୌଳିକ ଆବଶ୍ୟକତା ଯୋଗାଇ ଦେଇଛି। ତେଣୁ ପ୍ରକୃତିକୁ ପରିଷ୍କାର ଏବଂ ସୁସ୍ଥ ରଖିବା ଅପରିହାର୍ଯ୍ୟ। ପ୍ରକୃତିର ଅବନତି ପାଇଁ ଶିଳ୍ପ ବିକାଶ ଏବଂ ଅନ୍ୟାନ୍ୟ କାରଣ ମଧ୍ୟ ଦାୟୀ। ଆମେ ଯାହା ବି କରୁ ତାହା ପରିବେଶକୁ ପ୍ରଭାବିତ କରିଥାଏ।
ଆମେ ଜାଣୁ ଯେ, ପ୍ରାକୃତିକ ଅସନ୍ତୁଳନ ଯୋଗୁୁ ଆମେ ବିଶ୍ୱ ତାପମାତ୍ରା ବୃଦ୍ଧି, ବିଭିନ୍ନ ରୋଗ, ପ୍ରାକୃତିକ ବିପର୍ଯ୍ୟୟ, ଇତ୍ୟାଦି ଅନେକ ସମସ୍ୟାର ସମ୍ମୁଖୀନ ହେଉଛେ । ତେଣୁ ପରବର୍ତ୍ତୀ ପିଢ଼ି ପାଇଁ ଏହାକୁ ସଂରକ୍ଷଣ କରିବା ଆବଶ୍ୟକ। ଏହି ଦିବସ ପାଳନ ଅବସରରେ ଏନେଇ ଲୋକଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri