କରୋନା ସମୟରେ ବିଶ୍ୱ ରେକର୍ଡ: ଏକ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଠ କଲେ ହନୁମାନ ଚାଳିସା

ପ୍ରୟାଗରାଜ, ୧୭।୮: କରୋନା ମହାମାରୀକୁ ସମାପ୍ତ କରିବା ପାଇଁ ଏବଂ ଏଥିରେ ଆକ୍ରାନ୍ତଙ୍କୁ ମାନସିକସ୍ତରରେ ଦୃଢ଼ କରିବା ଲାଗି ହନୁମାନ ଚାଳିସାକୁ ସାମୁହିକ ଭାବେ ଏକ ଲକ୍ଷରୁ ଊର୍ଦ୍ଧ୍ୱଲୋକ ପାଠ କରି ଏକ ନିଆରା ରେକର୍ଡ ସୃଷ୍ଟି କରିଛନ୍ତି। ହନୁମାନ ଚାଳିସା ପାଠ ଅଗଷ୍ଟ ୧୫ ରାତିରେ ଅନ୍‌ଲାଇନ୍‌ରେ କରାଯାଇଥିଲା। ଏହି ଅବସରରେ ସାରା ବିଶ୍ୱର ୫୦ରୁ ଅଧିକ ଦେଶର ଏକ ଲକ୍ଷରୁ ଊର୍ଦ୍ଧ୍ୱ ନାଗରିକ ଏକା ସାଙ୍ଗରେ ଗୋଟିଏ ସ୍ବରରେ ହନୁମାନ ଚାଳିସା ପାଠ ପଢ଼ିବା ଆରମ୍ଭ କରିଥିଲେ।
ଐାମେରିକା କାଲିଫର୍ନିଆ ସଂସ୍ଥା ସିଲିକନ ଆନ୍ଧ୍ରାର ସାଧୁ ତଥା ସଙ୍ଗମ ନଗରୀ ପ୍ରୟାଗରାଜର ସାଧୁ ଏବଂ ଗଙ୍ଗା ସେନାର ସଂଯୋଜକ ଆନନ୍ଦ ଗିରି ମିଳିତ ଭାବେ ଏହି ସାମୁହିକ ପାଠର ଆୟୋଜନ କରିଥିଲେ। ଏଭଳି ବିରଳ ଘଟଣା ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି। ଗିନିଜ ବୁକ୍‌ ପକ୍ଷରୁ ମଧ୍ୟ ଏନେଇ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଛି। ସ୍ବାମୀ ଆନନ୍ଦ ଗିରି ପ୍ରୟାଗରାଜରେ ଅବସ୍ଥିତ ହନୁମାନ ମନ୍ଦିରର ମହନ୍ତ ଅଟନ୍ତି। ତାଙ୍କ କହିବାନୁସାରେ, ହନୁମାନ ଚାଳିସା ପାଠ କରି ଲୋକେ ସମସ୍ତ ରୋଗ ଓ ଅନ୍ୟାନ ସଙ୍କଟରୁ ମୁକ୍ତି ପାଇଥାନ୍ତି। କରୋନା ଭଳି କଠିନ ସମୟରେ ଯେଉଁମାନେ ହନୁମାନ ଚାଳିସା ପାଠ କରିବେ ସେମାନେ ନିଶ୍ଚିତ ଭାବେ ମାନସିକ ଶକ୍ତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri