ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୧ ବର୍ଷ ୧୧ ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧- ଭାରତର ପ୍ରାଦଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେକର୍ଡ କରିଥିବା ଜଣାପଡିଛି ା ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ ଶିଶୁପୁତ୍ର ଧର୍ମପଦ ସାହୁ ା ତାଙ୍କୁ ଏକ୍ସକ୍ଲୁସିଭ୍‌ ୱାର୍ଡ ରେକର୍ଡସ୍‌ ତରଫରୁ ଏନେଇ ପ୍ରମାଣପତ୍ର ପ୍ରଦାନ କରାଯାଇଛି ା ଅନ୍‌ଲାଇନ୍‌ ମୋଡରେ ଅନୁଷ୍ଠିତ ଧର୍ମପଦ ଏହି ସଫଳତା ପାଇଥିବା ତାଙ୍କ ପିତା ସାହୁ ଜଣାଇଛନ୍ତି ା ଗତ ଡିସେମ୍ବର ୨୪ ତାରିଖରେ ସେ ଏହି ରେକର୍ଡ ପ୍ରତିଷ୍ଠା କରି ପ୍ରମାଣପତ୍ର ପାଇଥିବା ଜଣାପଡିଛି ା ଦେଶର ସର୍ବକନିଷ୍ଠ ଶିଶୁ ଭାବେ ଧର୍ମପଦ ସମସ୍ତ ପ୍ରାଦେଶିକ ରାଜଧାନୀର ନାମକୁ ଆବୃତି କରି ଏହି ରେକର୍ଡ ପ୍ରତିଷ୍ଠା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri