ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୧ ବର୍ଷ ୧୧ ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧- ଭାରତର ପ୍ରାଦଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେକର୍ଡ କରିଥିବା ଜଣାପଡିଛି ା ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ ଶିଶୁପୁତ୍ର ଧର୍ମପଦ ସାହୁ ା ତାଙ୍କୁ ଏକ୍ସକ୍ଲୁସିଭ୍‌ ୱାର୍ଡ ରେକର୍ଡସ୍‌ ତରଫରୁ ଏନେଇ ପ୍ରମାଣପତ୍ର ପ୍ରଦାନ କରାଯାଇଛି ା ଅନ୍‌ଲାଇନ୍‌ ମୋଡରେ ଅନୁଷ୍ଠିତ ଧର୍ମପଦ ଏହି ସଫଳତା ପାଇଥିବା ତାଙ୍କ ପିତା ସାହୁ ଜଣାଇଛନ୍ତି ା ଗତ ଡିସେମ୍ବର ୨୪ ତାରିଖରେ ସେ ଏହି ରେକର୍ଡ ପ୍ରତିଷ୍ଠା କରି ପ୍ରମାଣପତ୍ର ପାଇଥିବା ଜଣାପଡିଛି ା ଦେଶର ସର୍ବକନିଷ୍ଠ ଶିଶୁ ଭାବେ ଧର୍ମପଦ ସମସ୍ତ ପ୍ରାଦେଶିକ ରାଜଧାନୀର ନାମକୁ ଆବୃତି କରି ଏହି ରେକର୍ଡ ପ୍ରତିଷ୍ଠା କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସୀମା ସିଲ୍‌ ବେଳେ ବିବାଦ: ଓଡ଼ିଶାରେ ପଶି ଟେଣ୍ଟ ବାନ୍ଧିଲା ଝାଡଖଣ୍ଡ ପୋଲିସ

ବଡବିଲ, ୩୧ା୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ରାଜ୍ୟ ସୀମାନ୍ତଗୁଡିକୁ ସିଲ୍‌ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ...

ବିଧାୟକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ...

କାଲକାଠ ବାବା ଫୁଟବଲ୍‌ ଟୁର୍ନାମେଣ୍ଟ: ସରତଳା ଟିମ୍‌ ଚାମ୍ପିୟନ

ଦେବଗଡ,୧୯ା୧ (ଡ଼ି.ଏନ୍‌.ଏ.) -ଦେବଗଡ଼ ଜିଲା ବାରକୋଟ ବ୍ଲକ କାଲକାଠ ବାବା କ୍ଲବ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଏହି ଫୁଟବଲ ମ୍ୟାଚରେ ୮ଟି ଟିମ୍‌...

ଗୁଗଲ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡିଆ ଭାଷାକୁ ଆଉ ଏକ ବଡ ସଫଳତା ମିଳିଛି। ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଏବେ ଓଡିଆ ଭାଷା ଉପଲବ୍ଧ ହେବ। ମାଇକ୍ରୋସଫ୍ଟ ପକ୍ଷରୁ ଏନେଇ ଘୋଷଣା...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୦ କରୋନା ପଜିଟିଭ୍‌ , ୬ ମୃତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ ସଂଖ୍ୟା ସଂଖ୍ୟା କମିବାରେ ଲାଗିଛି। ବୁଧବାର ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ...

CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍‌ ମୋଟ୍‌ ଆରୋଗ୍ୟ ହେଲେଣି ୪,୧୨୩

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

ଚାଷୀଙ୍କଠୁ ଲୁଟି ନେଲେ ୧.୨୫ ଲକ୍ଷ ଟଙ୍କା

ଅତାବିରା,୭।୧: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅଧୀନ ଗୋଡଭଗାରେ ଜଣେ ଚାଷୀଙ୍କଠାରୁ ଗୁରୁବାର ଦିନ ଦ୍ୱିପ୍ରହରରେ ୧ଲକ୍ଷ ୨୫ ହଜାର ଟଙ୍କା ଲୁଟ୍‌...

ନବୀନଙ୍କୁ ପ୍ରଶଂସା କଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରଶଂସାରେ ପୋତି ପକାଇଛନ୍ତି। ନୀତିଶ କହିଛନ୍ତି, ନବୀନ ଜଣେ ରାଜନେତା ହିସାବରେ ଭିନ୍ନ...

Advertisement


Archives

Model This Week