ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ କରଛନ୍ତି। ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ ପୁଅ ଧର୍ମପଦ ସାହୁ ତାଙ୍କୁ ଏକ୍ସକ୍ଲୁସିଭ୍‌ ୱାର୍ଡ ରେକର୍ଡସ୍‌ ପକ୍ଷରୁ ଏନେଇ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଅନ୍‌ଲାଇନ୍‌ ମୋଡରେ ଅନୁଷ୍ଠିତ ପ୍ରତିଯୋଗିତାରେ ଧର୍ମପଦ ଏହି ସଫଳତା ପାଇଥିବା ତାଙ୍କ ବାପା କହିଛନ୍ତି । ଗତ ଡିସେମ୍ବର ୨୪ ତାରିଖରେ ସେ ଏହି ରେକର୍ଡ ପ୍ରତିଷ୍ଠା କରି ପ୍ରମାଣପତ୍ର ପାଇଛନ୍ତି। ଦେଶର ସର୍ବକନିଷ୍ଠ ଶିଶୁ ଭାବେ ଧର୍ମପଦ ସମସ୍ତ ପ୍ରାଦେଶିକ ରାଜଧାନୀର ନାମ ଆବୃତି କରି ଏହି ରେକର୍ଡ ପ୍ରତିଷ୍ଠା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ...

ମହିଳାଙ୍କ ସୁରକ୍ଷା ପାଇଁ ନୂଆ ପ୍ରୟାସ: ବ୍ରହ୍ମପୁର, ଗଞ୍ଜାମ ପୋଲିସକୁ ମିଳିଲା ରେଡ୍‌ ସ୍କୁଟି

ବ୍ରହ୍ମପୁର ଅଫିସ/ଛତ୍ରପୁର (ଡି.ଏନ୍‌.ଏ.)୧୩।୧: ମହିଳାଙ୍କୁ ସୁରକ୍ଷା ଓ ସହାୟତା ନିମନ୍ତେ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ଏହିକ୍ରମରେ ନିର୍ଭୟା ଯୋଜନାରେ ରାଜ୍ୟ ପୋଲିସକୁ ୫ ଶହ...

କୋଭିଡ-୧୯ କକ୍ଷ ପରିଦର୍ଶନ

ତାଳଚେର/ଅନୁଗୋଳ ଅଫିସ,୧୨ା୪(ନି.ପ୍ର.) – ତାଳଚେରସ୍ଥିତ ଏମ୍‌ସିଏଲ୍‌ର ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ ହସ୍ପିଟାଲର କୋଭିଡ-୧୯ କକ୍ଷକୁ ଭୁବନେଶ୍ୱର ସମ୍‌ ହସ୍ପିଟାଲର ଏକ ଟିମ୍‌ ଶନିବାର ପରିଦର୍ଶନ କରିଛନ୍ତି।...

୪ ଓପିଏସ୍‌ ଅଧିକାରୀଙ୍କ ବଦଳି

କଟକ ଅଫିସ, ୨୦ା୧୦- ଷ୍ଟେଟ୍‌ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର ନିଷ୍ପତ୍ତିକ୍ରମେ ଓଡ଼ିଶା ପୋଲିସର ୪ଜଣ ଓଡ଼ିଶା ପୋଲିସ ସର୍ଭିସ(ଓପିଏସ୍‌) ସ୍ତରର ଅଧିକାରୀଙ୍କ ବଦଳି କରାଯାଇଛି। ଡିଜିପି...

ମୁସଲମାନ ବୋଲି ହେଲାନି ଡାଏଲିସିସ୍‌, ଚାଲିଗଲା ଜୀବନ

କଟକ ଅଫିସ୍‌,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ...

ନିର୍ବନ୍ଧ ପାଇଁ ଯାଉଥିଲେ: ଜଳ ଭଣ୍ଡାରରେ ଅଟକି ଗଲା ଲଞ୍ଚ

ଭବାନୀପାଟଣା/ଜୟପାଟଣା,୨୧।୧: କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରେ ୭ଜଣଙ୍କୁ ଧରି ଯାଉଥିବା ଏକ ଲଞ୍ଚ ଗୁରୁବାର ଅଟକି ଯାଇଥିଲା। ହେଲେ ଏକ ଆମ୍ବୁଲାନ୍ସ ଡଙ୍ଗା ପହଞ୍ଚି ୭ଜଣଙ୍କୁ...

ଅସହାୟ ବୃଦ୍ଧାଙ୍କ ଶବକୁ ଦାହକଲେ କାଉନସିଲର

ଦେବଗଡ଼,୧ା୧୦(ଡି.ଏନ୍‌.ଏ.): ଦେବଗଡ ପୌରାଞ୍ଚଳ ୫ନମ୍ବର ୱାର୍ଡ ଅଧିନସ୍ଥ ଜଗତିପାଲି ସାହିର ବାସନ୍ତୀ ଶବର ନାମ୍ନୀ ଜଣେ ଅସହାୟ ବିଧବା ବୃଦ୍ଧାଙ୍କର ମୃତ୍ୟୁଘଟିଥିବା ବେଳେ ତାଙ୍କର କେହି...

୨୦ରୁ ଖଣି ବନ୍ଦ ଆନ୍ଦୋଳନ ଚେତାବନୀ

ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍‌ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି...

Advertisement
Archives

Model This Week