Posted inଫୁରସତ

ବିଶ୍ୱ ମିତବ୍ୟୟିତା ଦିବସ

ଭବିଷ୍ୟତରେ ବେଳେବେଳେ ମଣିଷକୁ ସଙ୍କଟଜନକ ଆର୍ଥିକ ସ୍ଥିତିର ମୁକାବିଲା କରିବାକୁ ପଡ଼ିଥାଏ। ଏହାକୁ ଦୃଷ୍ଟିରେ ରଖି ବର୍ତ୍ତମାନଠାରୁ ସଞ୍ଚୟ କରିବା ଜରୁରୀ। ସଞ୍ଚୟ ଅର୍ଥାତ୍‌ ମିତବ୍ୟୟିତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୩୦ ଅକ୍ଟୋବରରେ ବିଶ୍ୱସ୍ତରରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ କରାଯାଇଥାଏ। ୩୧ ଅକ୍ଟୋବର ୧୯୨୪ରେ ଇଟାଲୀର ମିଲାନରେ ଅନ୍ତର୍ଜାତୀୟ ସେଭିଂସ୍‌ ବ୍ୟାଙ୍କ କଂଗ୍ରେସ (ୱାଲର୍‌ଡ ସୋସାଇଟି ଅଫ ସେଭିଂସ୍‌ ବ୍ୟାଙ୍କ) ଦ୍ୱାରା ବିଶ୍ୱ ମିତବ୍ୟୟିତା ଦିବସ ପ୍ରତିଷ୍ଠା କରାଯାଇଥିଲା। ଇଟାଲୀର ପ୍ରଫେସର ଫିଲିପ୍ପୋ ରବିଜା କଂଗ୍ରେସର ଶେଷଦିନ ଅକ୍ଟୋବର ୩୦ରେ ଅନ୍ତର୍ଜାତୀୟ ମିତବ୍ୟୟିତା ଦିବସ ଘୋଷଣା କରିଥିଲେ। ପରେ ୧୯୩୪ ଅକ୍ଟୋବର ୩୦ରେ ପ୍ରଥମ ମିତବ୍ୟୟିତା ଦିବସ ପାଳିତ ହୋଇଥିଲା। ମିତବ୍ୟୟିତାକୁ ପ୍ରୋତ୍ସାହିତ କରିବା ପାଇଁ ସେମାନଙ୍କ ପ୍ରୟାସରେ ସଞ୍ଚୟ ବ୍ୟାଙ୍କଗୁଡ଼ିକ ବିଦ୍ୟାଳୟ, ଧର୍ମପୀଠ, ସାଂସ୍କୃତିକ ସଙ୍ଗଠନ, କ୍ରୀଡ଼ା, ବୃତ୍ତିଗତ ତଥା ମହିଳା ସଙ୍ଗଠନ ସହଯୋଗରେ କାର୍ଯ୍ୟ ଆରମ୍ଭ କରିଥିଲା।
୨୯ଟି ଦେଶର ପ୍ରତିନିଧିମାନେ ବିଶ୍ୱର ଜନସାଧାରଣଙ୍କୁ ସଞ୍ଚୟ କରିବାର ଚିନ୍ତା ଏବଂ ଅର୍ଥନୀତି ତଥା ବ୍ୟକ୍ତିବିଶେଷଙ୍କ ପ୍ରାସଙ୍ଗିକତା ଉପରେ ସଚେତନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

ପାଖେଇଲାଣି କଳିଯୁଗର ଅନ୍ତ: ଆକାଶରେ ଦିଶିବ ୨ଟି ସୂର୍ଯ୍ୟ, ଦ୍ୱିପ୍ରହରରେ ଦେଖାଯିବ ତାରା! ଡରାଇଲା ସଙ୍କେତ…

କଳିଯୁଗରେ ଅଧର୍ମର ଶେଷ ଏବଂ କଲ୍କି ଅବତାରର ସମୟ କ’ଣ ପାଖେଇ ଆସିଲାଣି? ବାସ୍ତବରେ, ‘କାଳଜ୍ଞାନମ୍’ ନାମକ ଏକ ରହସ୍ୟମୟ ଗ୍ରନ୍ଥରେ କଳିଯୁଗର ଶେଷ ସହିତ ଜଡ଼ିତ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri