Posted inଫୁରସତ

ଶରୀରକୁ ସୁସ୍ଥ ରଖେ ହସ

ସ୍ବାସ୍ଥ୍ୟ ପାଇଁ ହସ ଗୁରୁତ୍ୱପୂର୍ଣ୍ଣ। ବାସ୍ତବରେ ଏହା ଦୁନିଆର ସର୍ବୋତ୍ତମ ଔଷଧ। ମନ ଏବଂ ଶରୀରକୁ ସୁସ୍ଥ ରଖିବାରେ ହସ ମହୌଷଧି କହିଲେ କିଛି ଭୁଲ୍‌ ହେବ ନାହିଁ। ତେଣୁ ହସ ଯୋଗୁ ଶରୀର ଉପରେ ଅନୁଭୂତ ହେଉଥିବା ସକାରାତ୍ମକ ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ମେ’ ମାସର ପ୍ରଥମ ରବିବାରକୁ ବିଶ୍ୱ ହସ ଦିବସ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ଏହା ମେ’ ୧ ତାରିଖରେ ପାଳନ ହେଉଛି।

ହସ ଶରୀର ପ୍ରତିରକ୍ଷା ପ୍ରଣାଳୀକୁ ମଜଭୁତ କରେ। ଏହା ସହିତ ମନୋବଳକୁ ବୃଦ୍ଧି କରାଇଥାଏ। ସେହିପରି ଯନ୍ତ୍ରଣାକୁ ହ୍ରାସ କରିଥାଏ ଏବଂ ଚାପରୁ ମୁକ୍ତି ପ୍ରଦାନ କରିଥାଏ। ମନ ଏବଂ ଶରୀର ମଧ୍ୟରେ ଉତ୍ତମ ସନ୍ତୁଳନ ସୃଷ୍ଟି କରିବାରେ ହସ ସକ୍ଷମ ହୋଇଥାଏ। ହସ ଭାବପ୍ରବଣତା ହ୍ରାସ କରି ସମ୍ପର୍କକୁ ସୁଦୃଢ଼ କରିଥାଏ। ତେଣୁ ଯେତେବେଳେ ବି ସୁଯୋଗ ମିଳିବ, ସେତେବେଳେ ହସିବା ଆବଶ୍ୟକ ବୋଲି ବିଶେଷଜ୍ଞ ମତପୋଷଣ କରିଥାନ୍ତି। ଅଥାତ୍‌ ସୁଖୀ ଏବଂ ରୋଗମୁକ୍ତ ଦୀର୍ଘ ଜୀବନ ପାଇଁ ହସିବା ଜରୁରୀ।୧୯୯୮ ମେ ୧୦ରେ ମୁମ୍ବାଇଠାରେ ପ୍ରଥମ ବିଶ୍ୱ ହସ ଦିବସ ପାଳନ କରାଯାଇଥିଲା। ଏହାର ଆୟୋଜନ ଡାକ୍ତର ମଦନ କଟାରିଆ କରିଥିଲେ। ଏହା ପରଠାରୁ ପ୍ରତିବର୍ଷ ଏହା ପାଳିତ ହୋଇ ଆସୁଛି। ଏବେ ୭୦ରୁ ଅଧିକ ଦେଶ ଏହି ଦିବସ ପାଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri