Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଭାରତ ସମ୍ମୁଖରେ ୪୪୪ ରନର ବିଜୟ ଲକ୍ଷ୍ୟ…

ଲଣ୍ଡନ,୧୦।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଦ୍ୱିତୀୟ ପର୍ଯ୍ୟାୟର ଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ଭେଟିଛି। ଲଣ୍ଡନର କେନିଂଟନ ଓଭାଲରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ସାମ୍ନାରେ ୪୪୪ ରନର ବିଜୟ ଲକ୍ଷ୍ୟ ରହିଛି।

ଭାରତୀୟ ଦଳ ଇତିମଧ୍ୟରେ ୨୦ ଓଭରରେ ୩ ଓ୍ବିକେଟ ହରାଇ ୯୫ ରନ କରିଛି। ରୋହିତ ଶର୍ମା ୪୩ ରନ କରିଥିବାବେଳେ ଶୁଭମାନ ଗିଲ୍‌ ୧୮ ରନ, ଚେତେଶ୍ୱର ପୂଜାରା ୨୭ ରନ କରି ପାଭିଲିୟନ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri