Posted inଫୁରସତ

ବିଶ୍ୱ ମିତବ୍ୟୟିତା ଦିବସ

ପ୍ରତିବର୍ଷ ଅକ୍ଟୋବର ୩୧ରେ ସମଗ୍ର ବିଶ୍ୱରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ କରାଯାଉଥିବା ବେଳେ ଆମ ଦେଶ ଭାରତରେ ଏହା ପ୍ରତିବର୍ଷ ଅକ୍ଟୋବର ୩୦ରେ ପାଳନ କରାଯାଇଥାଏ।

ଟଙ୍କା ସଞ୍ଚୟ କରିବା ହେଉଛି ଏକ ଶିକ୍ଷା, ଯାହାକୁ ଆମେ ଆମ ପିଲାଦିନରୁ ମାତାପିତାଙ୍କଠାରୁ ଶିଖିଥିଲୁ। ଅବଶ୍ୟ ଏହା ଆମ ଜୀବନର ଶେଷ ପର୍ଯ୍ୟାୟରେ ଅଧିକ ଗୁରୁତ୍ୱପୂର୍ଣ୍ଣ ହେଲା। କାରଣ ବ୍ୟକ୍ତିଗତ ସ୍ତରରେ ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ଟଙ୍କା ସଞ୍ଚୟ କରିବାର ଆବଶ୍ୟକତା ରହିଛି। ଦେଶର ବିକାଶରେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଅର୍ଥ ସଞ୍ଚୟ କରିବା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଅଟେ।

୧୯୨୪ ଅକ୍ଟୋବର ୩୦ରେ ଇଟାଲୀର ମିଲାନରେ ପ୍ରଥମ ଅନ୍ତର୍ଜାତୀୟ ସେଭିଙ୍ଗ ବ୍ୟାଙ୍କ (ଓ୍ବାଲର୍‌ଡ ସୋସାଇଟି ଅଫ୍‌ ସେଭିଙ୍ଗ ବ୍ୟାଙ୍କ) ସମୟରେ ବିଶ୍ୱ ସଞ୍ଚୟ ଦିବସ ପ୍ରତିଷ୍ଠା କରାଯାଇଥିଲା। ଇଟାଲୀର ପ୍ରଫେସର ଫିଲିପ୍ପୋ ରବିଜା ଏହି ଦିନ କଂଗ୍ରେସର ଶେଷ ଦିନରେ ‘ଅନ୍ତର୍ଜାତୀୟ ସଞ୍ଚୟ ଦିବସ’ ଘୋଷଣା କରିଥିଲେ।

ସାରା ବିଶ୍ୱରେ ସଞ୍ଚୟକୁ ପ୍ରୋତ୍ସାହିତ କରିବା ପାଇଁ ଏହି ଦିବସ ପାଳନ କରାଯାଉଛି। ପ୍ରାରମ୍ଭରେ, ବିଦ୍ୟାଳୟ, କାର୍ଯ୍ୟାଳୟ, ମହିଳା ସଙ୍ଗଠନ, କ୍ରୀଡ଼ା ଇତ୍ୟାଦି ସହଯୋଗରେ ଅର୍ଥ ସଞ୍ଚୟର ମହତ୍ତ୍ୱ ବିଷୟରେ ଲୋକଙ୍କୁ ଅବଗତ କରାଯାଇଥିଲା। ସେହିଦିନଠାରୁ ସଞ୍ଚୟ ପ୍ରତି ଲୋକଙ୍କ ଆଗ୍ରହ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri