ଫୁଟିଲା ଦ୍ୱିତୀୟ ବିଶ୍ୱଯୁଦ୍ଧର ବୋମା

ଓ୍ବାରସ, ୯ା୫ : ପୋଲାଣ୍ଡର ଏକ ନିଦୀରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ପଡ଼ିଥିବା ବୋମା ରବିବାର ବିସ୍ଫୋରଣ ଘଟିଛି। ପୋଲାଣ୍ଡ ନେଭି ଏହାକୁ ଡିଫ୍ୟୁଜ କରିବାକୁ ଉଦ୍ୟମ କରି ବିଫଳ ହୋଇଥିଲା। ନଦୀ ଭିତରେ ଫୁଟିଥିବା ବୋମାର ଭିଡିଓ ଏବେ ସୋସିଆଲ ମିଡିଆରେ ଛାଇ ହୋଇଯାଇଛି।

୫.୪ ଟନ ଓଜନ ବିଶିଷ୍ଟ ଟଲବୟ ବମ ୨୦୧୯ ସେପ୍ଟେମ୍ବରରେ ଠାବ କରାଯାଇଥିଲା। ଏଥିରେ ୨,୪୦୦ କେଜି ବିସ୍ଫୋରକ ଭର୍ତ୍ତି ହୋଇଥିଲା, ଯେଉଁ କାରଣରୁ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। ଘଟଣାରେ କୌଣସି ମୃତାହତ ହୋଇ ନ ଥିବା ନେଭି ପ୍ରବକ୍ତା ଲ୍ୟୁଟନାଣ୍ଟ କାମାଣ୍ଡର ଗ୍ରଜେଗ୍ରୋର୍ଜ ଲଓ୍ବୋଣ୍ଡେସ୍କି କହିଛନ୍ତି। ବୋମାକୁ ଡିଫ୍ୟୁଜ କରିବାକୁ ଉଦ୍ୟମ କରୁଥିବା ଡାଇଭର୍ସ ସୁରକ୍ଷିତ ଦୂରରେ ଥିଲେ। ବିସ୍ଫୋରଣ ହେବାର ସମ୍ଭାବନ ଥିବାରୁ ଆଗୁଆ ପାଖାପାଖି ୨.୪ କି.ମି. ମଧ୍ୟରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌...

ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ଦେଖି ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୫।୮: କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌...

ବ୍ରିଟେନ ରାଜ ପରିବାରକୁ ବଡ଼ ଝଟ୍‌କା: କରୋନାରେ ସଂକ୍ରମିତ ପ୍ରିନ୍ସ ଚାଲର୍‌ସ

ଲଣ୍ଡନ,୨୫।୩: ସାରା ବିଶ୍ୱରେ କରୋନା ଭାଇରସ୍‌ ବେ-ଲଗାମ୍‌ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ସାରା ଦେଶ ନିଜ ପକ୍ଷରୁ ବିଭିନ୍ନ ସତର୍କତା ଅବଲମ୍ବନ କରିବା ସହ...

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ବାଇଡେନଙ୍କ ସମର୍ଥନ…

ଓ୍ବାଶିଂଟନ, ୨୨।୯ : ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ର ସ୍ଥାୟୀ ସଦସ୍ୟ ହେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ, ଜାପାନ...

ଚଳିତ ବର୍ଷ ବି କମିବ ନାହିଁ କରୋନା: ଡବ୍ଲୁଏଚ୍‌ଓ

ଜେନେଭା,୨ ।୩: ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣକୁ ବର୍ଷେ ପୂରିଲାଣି । ହେଲେ କିଛିଦିନ ହେବ ଏହି ସଂକ୍ରମଣ ମାତ୍ରା କମ୍ ଲକ୍ଷ୍ୟ କରାଯାଉଥିବା...

ପାକିସ୍ତାନ ରାସ୍ତା କଡରେ ଲାଗିଲା ୱିଙ୍ଗ କମାଣ୍ଡର ଅଭିନନ୍ଦନ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର

ଲାହୋର,୧ ।୧୧: ଭାରତୀୟ ବାୟୁସେନାର ପରାକ୍ରମୀ ପାଇଲଟ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ପାକିସ୍ତାନରେ ଚର୍ଚ୍ଚାର ବିଷୟ ପାଲଟି ଯାଇଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ...

ଶେଷରେ ମାନିଲା ଚାଇନା

ବେଜିଂ,୧୮।୯:ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ତୀବ୍ର ରୂପ ଧାରଣ କରିଛି। ବାରମ୍ବାର ଚାଇନା ଏଲ୍‌ଏସି ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛି, ଭାରତୀୟ ସେନା...

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ...

Advertisement
Archives

Model This Week