ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର

ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହ ଆଲୋଚନା କରିଛନ୍ତି ।

ଅମର୍ଦା ରୋଡ୍‍ ବିମାନବନ୍ଦର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ଝାରସୁଗୁଡ଼ା ବିମାନବନ୍ଦରର ଉନ୍ନତି ସମ୍ପର୍କରେ ୨ ମନ୍ତ୍ରୀ ଆଲୋଚନା କରିଥିଲେ । ଏହି ଅବସରରେ ଝାରସୁଗୁଡ଼ା ବିଧାୟକ ସେଠାରେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଅମର୍ଦା ରୋଡ୍‍ ବିମାନବନ୍ଦର ୪୦ ଦଶକରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ କାର୍ଯ୍ୟକ୍ଷମ ଥିଲା । କେନ୍ଦ୍ର ସରକାରଙ୍କ ଉଡାନ୍‍ ଯୋଜନାରେ ଏଠାରେ ଅଧିକ ଜମିଗ୍ରହଣ ଓ ଉନ୍ନତୀକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri